ଆରଟିଆଇ ଆବେଦନକାରୀଙ୍କ ଦ୍ୱାରା ଲାଞ୍ଚ ଦାବି ଅଭିଯୋଗର ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର:ଓଡିଶା ସୂଚନା କମିଶନ ଲାଞ୍ଚ ଅଭିଯୋଗରେ ଜଡିତ ଜଣେ ଅଭ୍ୟାସଗତ ଆରଟିଆଇ ଆବେଦନକାରୀଙ୍କ ବିଷୟରେ ତଦନ୍ତ କରିବାକୁ ପୋଲିସ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମ୍ପର୍କରେ, କମିଶନ ପକ୍ଷରୁ ରେଜିଷ୍ଟ୍ରାର ଉପଯୁକ୍ତ ତଦନ୍ତ ପାଇଁ ଓଡିଶା ପୋଲିସ ମହାନିର୍ଦ୍ଦେଶକଙ୍କୁ ଏକ ପତ୍ର ଲେଖିଛନ୍ତି।ସୂଚନାଯୋଗ୍ୟ ଯେ କମିଶନ ସମ୍ପ୍ରତି ଏକ ଭିଡିଓ କ୍ଲିପ୍ ସହିତ ଏକ ଅଭିଯୋଗ ପାଇଛନ୍ତି । ଏଥିରେ ବଲାଙ୍ଗୀର ଜିଲ୍ଲାର ଶ୍ରୀ ଟଙ୍କଧର ସାହୁ ନାମକ ଜଣେ ଆରଟିଆଇ ଆବେଦନକାରୀ ତାଙ୍କର ଆରଟିଆଇ ଅଭିଯୋଗ … Read more