ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଘୋଷଣା ହେଲା ୧,୦୦୦ କୋଟିର ସହାୟତା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା ପ୍ରଭାବିତ ଲୋକଙ୍କ ପାଇଁ ୧,୦୦୦ କୋଟି ଟଙ୍କାର ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି । ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଉଛି । ପ୍ରାରମ୍ଭିକ ଆକଳନ ଅନୁସାରେ ଏହି ସହାୟତା ଘୋଷଣା କରାଯାଇଛି । ଚୂଡ଼ାନ୍ତ କ୍ଷୟକ୍ଷତି ରିପୋର୍ଟ ଆଧାରରେ ସହାୟତା ରାଶି ଆହୁରି ବୃଦ୍ଧି ପାଇବ । ସୂଚନା ଅନୁଯାୟୀ, ଗତକାଲି ମୁଖ୍ୟମନ୍ତ୍ରୀ ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ୍ ଅନ୍ତର୍ଗତ କସପା … Read more