ବିଜେଡି ସରକାର ସମୟରେ LED ଷ୍ଟ୍ରିଟ୍ ଲାଇଟ୍ ପ୍ରକଳ୍ପରେ ବଡ଼ ଦୁର୍ନୀତି:୫୦ଟି ସ୍ଥାନରେ ଭିଜିଲାନ୍ସ ରେଡ୍
ଭୁବନେଶ୍ୱର: ରାଜ୍ୟର ଗ୍ରାମାଞ୍ଚଳରେ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ସ୍ଥାପନ ନାମରେ ବଡ଼ ଧରଣର ଦୁର୍ନୀତି ଓ ସରକାରୀ ଅର୍ଥ ହଡ଼ପ ଅଭିଯୋଗ ସାମ୍ନାକୁ ଆସିଛି। ଏହି ଅଭିଯୋଗର ତଦନ୍ତ ପାଇଁ ଓଡ଼ିଶା ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଛି। ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୧-୨୨ ଏବଂ ୨୦୨୨-୨୩ ଆର୍ଥିକ ବର୍ଷରେ ଗ୍ରାମ ପଞ୍ଚାୟତଗୁଡ଼ିକରେ ଏଲଇଡି ଷ୍ଟ୍ରିଟ୍ ଲାଇଟ୍ ସ୍ଥାପନ କାମରେ ଅନିୟମିତତା ହୋଇଥିବା ଅଭିଯୋଗ ମିଳିଛି। ଏହି ପ୍ରକଳ୍ପ ପାଇଁ ରାଜ୍ୟ ଅର୍ଥ ଆୟୋଗ (୫ମ … Read more