ଭାରତ ଆସିବେ ତାଲିବାନ ବୈଦେଶିକ ମନ୍ତ୍ରୀ ଅମୀର ଖାନ ମୁତାକୀ
ନୂଆଦିଲ୍ଲୀ: ଆସନ୍ତା ସପ୍ତାହରେ ଭାରତ ଗସ୍ତରେ ଆସିପାରନ୍ତି ଆଫଗାନିସ୍ତାନର ବୈଦେଶିକ ମନ୍ତ୍ରୀ ଆମିର ଖାନ ମୁତାକି l ଅଗଷ୍ଟ ୨୦୨୧ରେ ତାଲିବାନ ଆଫଗାନିସ୍ତାରେ କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ କୌଣସି ସରକାରୀ ପ୍ରତିନିଧି ଦଳ ଭାରତ ଆସିବେ। ପ୍ରଥମ ଥର ପାଇଁ ଦ୍ୱିପାକ୍ଷିକ ଆଲୋଚନା ହେବ ବୋଲି ମିଡିଆରେ ରିପୋର୍ଟ ପ୍ରକାଶ ପାଇଛି।ଯଦି ମୁତାକିଙ୍କ ଗସ୍ତ ଠିକ୍ ରହିଲା ତେବେ ଏହା ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ସ୍ଥିତି ସୃଷ୍ଟି କରିବ। ଭାରତ ଏପର୍ଯ୍ୟନ୍ତ ତାଲିବାନ … Read more