ଓଡ଼ିଶା ପୋଲିସର ସଫଳତା:ଜାନୁୟାରୀରୁ ଜୁନ 2026 ମଧ୍ୟରେ ୧୭,୫୯୦ ନିଖୋଜ ମହିଳା ଓ ଶିଶୁ ଉଦ୍ଧାର

ଭୁବନେଶ୍ୱର:ପରିବାରଠାରୁ ବିଚ୍ଛିନ୍ନ ହୋଇଯାଇଥିବା ନିଖୋଜ ମହିଳା ଓ ଶିଶୁମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ପୁନଃ ପରିବାର ସହ ମିଳନ କରାଇବାରେ ଓଡ଼ିଶା ପୋଲିସ ସଫଳତା ହାସଲ କରିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ପ୍ରତ୍ୟକ୍ଷ ଦିଗଦର୍ଶନ ଏବଂ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ( CAW &CW) ର ତଦନ୍ତ, ଆନ୍ତଃରାଜ୍ୟ ସମନ୍ୱୟ ଯୋଗୁଁ ଏହି ଗୁରୁତ୍ୱପୂର୍ଣ୍ଣ ସଫଳତା ମିଳିଛି।ଚଳିତ ବର୍ଷ ଜାନୁଆରୀରୁ ଜୁନ୍ ୨୦୨୬ ମଧ୍ୟରେ ରାଜ୍ୟରେ … Read more

ପ୍ରଧାନମନ୍ତ୍ରୀଙ୍କୁ ହାତ ଯୋଡ଼ି କ୍ଷମା ମାଗିଲେ ରୁଚିକା

ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀ ରୁଚିକା ସିଂହ ସୋସିଆଲ ମିଡିଆରେ ଭିଡିଓ ଜାରି କରି ସମଗ୍ର ଦେଶବାସୀଙ୍କଠାରୁ କ୍ଷମା ମାଗିଛନ୍ତି। ଭାଇରାଲ ହେଉଥିବା ଏହି ଭିଡିଓରେ ରୁଚିକା କହିଛନ୍ତି ଯେ, ମୋର ବୟସ ମାତ୍ର ୧୫ ବର୍ଷ ଅଟେ | ‘ପ୍ରଦର୍ଶନ ସମୟରେ ମୁଁ କିଛି ଲୋକଙ୍କ ପ୍ରରୋଚନାରେ ପଡ଼ିଯାଇଥିଲି ଏବଂ ପ୍ରଧାନମନ୍ତ୍ରୀଜୀଙ୍କ ବିରୋଧରେ ବହୁତ ଭୁଲ କଥା କହିଦେଲି। ମୁଁ … Read more

ଆତଙ୍କୀ ହମ୍‌ଲାରେ ଦୁଇ ହିନ୍ଦୁମୃତ; ଅଶାନ୍ତ କୁଲଗାମ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଏକ ଇଟା ଭାଟିରେ କାମ କରୁଥିବା ଛତିଶଗଡ଼ର ଦୁଇଜଣ ଶ୍ରମିକଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଏହି ଆକ୍ରମଣରେ ଉଭୟ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ ପରେ ସମଗ୍ର ଅଞ୍ଚଳରେ ହାଇ ଆଲର୍ଟ ଘୋଷଣା କରାଯାଇଛି। ଆତଙ୍କବାଦୀମାନଙ୍କୁ ଖୋଜିବା ପାଇଁ ସୁରକ୍ଷା ବାହିନୀ ଏକ ବଡ଼ ଘେରାବନ୍ଦୀ ଏବଂ ସନ୍ଧାନ ଅଭିଯାନ ଆରମ୍ଭ କରିଛନ୍ତି। ଏହା ଗତ ଦଶ ଦିନ ମଧ୍ୟରେ ଦକ୍ଷିଣ କଶ୍ମୀରରେ ଦ୍ୱିତୀୟ ବଡ଼ … Read more

ବିଲ୍ଡରଙ୍କ ଘରୁ ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଚୋରି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ଅଞ୍ଚଳରେ ଜଣେ ବିଲ୍ଡରଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସମ୍ପତ୍ତି ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସ ସୂତ୍ରରୁ, ଦୁର୍ବୃତ୍ତମାନେ ବିଲ୍ଡର ପ୍ରୀତମ ଜେନାଙ୍କ ଘରର ମୁଖ୍ୟ ଫାଟକ ଭାଙ୍ଗି ଭିତରେ ପ୍ରବେଶ କରିଥିଲେ। ସେମାନେ ଘର ଭିତରେ ଥିବା ସୁନା ଅଳଙ୍କାର, ନଗଦ ଟଙ୍କା, ଦାମୀ ଘଣ୍ଟା ଏବଂ ଏକ ହୀରା ଖଚିତ ବ୍ରେସଲେଟ୍ ଲୁଟି ନେଇଛନ୍ତି। ରାତି ପ୍ରାୟ … Read more

ବନ୍ୟା ପରିଚାଳନା ନେଇ ରାଜସ୍ୱ ମନ୍ତ୍ରୀଙ୍କ ବିସ୍ତୃତ ସମୀକ୍ଷା :କ୍ଷତିଗ୍ରସ୍ତ ଚାଷଜମି ପାଇଁ ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

ଭୁବନେଶ୍ୱର: ଲୋକସେବା ଭବନଠାରେ ମାନ୍ୟବର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳମାନଙ୍କ ସହିତ ବନ୍ୟା ପରିସ୍ଥିତି ସମ୍ପର୍କରେ ସୁବିସ୍ତୃତ ସମୀକ୍ଷା କରିଛନ୍ତି l ସମ୍ପ୍ରତି ବିଭିନ୍ନ ଜିଲ୍ଲାରେ ବୃଷ୍ଟିପାତ କମ୍ ଥିବା ସହ ଖରା ପାଗ ହୋଇଥିଲା ବେଳେ ବନ୍ୟା ପରିସ୍ଥିତିରେ କ୍ରମଶଃ ସୁଧାର ଆସିବା ସହ ଏସଆରସି, ଉଦ୍ଧାରକାରୀ ଦଳ ଏବଂ ଜିଲ୍ଲାପ୍ରଶାସନର ସମନ୍ଵିତ ପ୍ରୟାସ ମାଧ୍ୟମରେ ଜନସାଧାରଣଙ୍କ ଧନଜୀବନର ସୁରକ୍ଷା … Read more

ରାଜ୍ୟଗୋଷ୍ଠୀ କ୍ରୀଡାରେ ଜୁଡୋରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ଅସ୍ମିତା ଦେ

ନୂଆଦିଲ୍ଲୀ: ଗ୍ଲାସଗୋ ଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡା ରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ଭାରତ ପାଇଁ ଏହି ସଫଳତା ଆଣିଛନ୍ତି lମହିଳା ୪୮ କିଲୋଗ୍ରାମ ବର୍ଗର ଫାଇନାଲ୍ ମ୍ୟାଚ୍‌ରେ କାନାଡାର ହେଇଡି କ୍ୱାଚଙ୍କୁ ୨-୧ ସେଟ୍‌ରେ ପରାସ୍ତ କରି ସେ ଏହି ଗୌରବ ହାସଲ କରିପାରିଛନ୍ତି l ଏହି ରୋମାଞ୍ଚକର ମ୍ୟାଚ୍‌ରେ ସେ ‘ସଡ଼ନ୍ ଡେଥ୍’ ବା ଗୋଲ୍ଡନ ସ୍କୋର ଜରିଆରେ ବିଜୟ ଲାଭ କରିଥିଲେ … Read more

ଦୁଗ୍ଧ ସଂଗ୍ରହ ଓ ଗୁଣବତ୍ତାରେ ଦେଶର ନମ୍ବର–୧ OMFED

ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଅନୁଷ୍ଠିତ ‘Indian Dairy Expo 2026’ ରେ ‘Excellence in Milk Procurement & Dairy Development’ ପାଇଁ OMFED କୁ ମିଳିଲା ସର୍ବୋଚ୍ଚ ପ୍ରଥମ ପୁରସ୍କାର। ଖାଣ୍ଟି ଶୁଦ୍ଧତା, ସ୍ୱାଦ ଓ ଗୁଣବତ୍ତା ଯୋଗୁଁ ଆଜି ସାରା ଦେଶରେ Omfed ର ପ୍ରଶଂସା। ଏନ୍ଏନ୍ଏସ୍ ମିଡିଆ ଗ୍ରୁପ୍ ପକ୍ଷରୁ ଗତ ଜୁଲାଇ ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ଏହି ବିଶାଳ ପ୍ରଦର୍ଶନୀର ଆୟୋଜନରେ ‘ଇଣ୍ଡିଆନ୍ ଡେରୀ ଇଣ୍ଡଷ୍ଟ୍ରି ଆଣ୍ଡ୍ … Read more

ସନ୍ଧ୍ୟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଖୋଲିବ ୨୨ ଗେଟ୍

ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ଖୋଲିବ ହୀରାକୁଦ ଜଳଭଣ୍ଡାରର ୨୨ଟି ଗେଟ୍ । ୧୨ଟି ଗେଟ୍ ଦେଇ ୨ ଲକ୍ଷ ୧୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଅପରାହ୍ନରେ ଆଉ ୧୦ଟି ଗେଟ୍ ଖୋଲାଯିବ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି । ୨୨ଟି ଗେଟ୍‌ରେ ମୋଟ୍ ସାଢେ ୩ ଲକ୍ଷ ୩୦ ହଜାର କ୍ୟୁସେକ ପାଣି ନିଷ୍କାସିତ ହେବ । ଉପର ମୁଣ୍ଡରୁ ଜଳଭଣ୍ଡାରକୁ ଅଧିକ ପାଣି … Read more

ରାଜଧାନୀରେ ଚାଞ୍ଚଲ୍ୟ: ପାନ ଦୋକାନୀଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏକ ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ପାନ ଦୋକାନୀଙ୍କୁ ନିର୍ମମ ହତ୍ୟା କରାଯାଇଛି । ଗ୍ୟାରେଜ୍‌ ଛକ ଗାୟତ୍ରୀ ବସ୍ତି ନିକଟରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ମୃତ ଯୁବକଙ୍କ ନାମ ଜିତୁ କାଣ୍ଡି ଏବଂ ତାଙ୍କ ଘର ଶିଶୁପାଳ ଗଡ଼ ଅଞ୍ଚଳରେ । ତେବେ ହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ଲିଙ୍ଗରାଜ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ମିଳିଥିବା ସୂଚନା … Read more

ଓଡ଼ିଶାରେ ବନ୍ୟାର ବିଭୀଷିକା, ନେତାମାନେ ଦିଲ୍ଲୀରେ ଭୋଜି କରୁଛନ୍ତି କହି ସରକାରଙ୍କୁ କଟାକ୍ଷ କଲେ ନବୀନ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ୨୦ଟି ଜିଲ୍ଲାରେ ବନ୍ୟା ଓ ବର୍ଷା ଯୋଗୁ ମୋଟ ୭ଲକ୍ଷ ୫ହଜାର ୨୩୨ଜଣ ଲୋକ ପ୍ରଭାବିତ ହୋଇଛନ୍ତି।ପରିସ୍ଥିତିକୁ ଦୃଷ୍ଟି ରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ସରକାରଙ୍କୁ କଟାକ୍ଷ କରିଛନ୍ତି l ସେ କହିଛନ୍ତି ଲଗାଣ ବର୍ଷା ଯୋଗୁଁ ସାରା ରାଜ୍ୟରେ ବନ୍ୟାର ସ୍ଥିତି ଦେଖାଦେଇଥିବା ବେଳେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସମେତ ବିଜେପିର ଶୀର୍ଷ ନେତା ତଥା ସାଂସଦମାନେ ଏବେ ଦିଲ୍ଲୀରେ। … Read more