ନକଲି ପନିର କିମ୍ବା ଅପମିଶ୍ରିତ ଖାଦ୍ୟ ବିକ୍ରି କରୁଥିବା ବ୍ୟବସାୟୀଙ୍କ ଉପରେ ହେବ କଠୋର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ବଜାରରେ ନକଲି ପନିର ବିକ୍ରି ନେଇ ବିଭିନ୍ନ ଘଟଣା ସାମ୍ନାକୁ ଆସିବା ପରେ ଏନେଇ ସତର୍କ ହୋଇଛି ସ୍ୱାସ୍ଥ୍ୟ ବିଭାଗ। ନକଲି ପନିର ସହ ଅନ୍ୟ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ବିକ୍ରି ଉପରେ ବିଭାଗ ପକ୍ଷରୁ କଡ଼ା ନଜର ରଖାଯାଇଥିବା ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ନକଲି ପନିର ସମ୍ପର୍କରେ ସ୍ୱାସ୍ଥ୍ୟ ବିଭାଗ ପାଖରେ ପୂର୍ବରୁ ସୂଚନା ଥିଲା। ଗତ ୭ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। … Read more