ବୈଷୟିକ ଶିକ୍ଷାରେ ବଢିଲା ସିଟ୍ ସଂରକ୍ଷଣ
ଭୁବନେଶ୍ୱର: ବୈଷୟିକ ଶିକ୍ଷାରେ ବଢିଲା ସିଟ୍ ସଂରକ୍ଷଣ l ଚଳିତ ୨୦୨୬-୨୭ ଶିକ୍ଷା ବର୍ଷରୁ ଇଞ୍ଜିନିୟରିଂ ଓ ମେଡିକାଲ୍ ଆଦି ବୈଷୟିକ ଶିକ୍ଷା କ୍ଷେତ୍ରରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ତଥା ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ବୃଦ୍ଧି ସମ୍ପର୍କିତ ନିଷ୍ପତ୍ତି କାର୍ଯ୍ୟକାରୀ ହେବ। ଏ ସମ୍ପର୍କରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ … Read more