ଗୁଜରାଟକୁ ହରାଇ କ୍ରମାଗତ ଦ୍ୱିତୀୟ ଥର ଆଇପିଏଲ୍ ଚାମ୍ପିଅନ୍ ହେଲା RCB
ଅହମ୍ମଦାବାଦ: ଆଇପିଏଲ୍ ୨୦୨୬ର ଟାଇଟଲ୍ ଜିତିଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ। RCBଫାଇନାଲ୍ରେ ଗୁଜରାଟ ଟାଇଟନ୍ସକୁ ୫ ୱିକେଟ୍ରେ ପରାସ୍ତ କରିଛି। ।RCBଅଧିନାୟକ ରଜତ ପଟିଦାର ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଗୁଜରାଟ ବ୍ୟାଟିଂ ଆରମ୍ଭ କରିଥିଲା।ଚମତ୍କାର ବୋଲିଂ ପ୍ରଦର୍ଶନ ବଳରେ RCB ଗୁଜରାଟ ଟାଇଟାନ୍ସକୁ ମୋଟ ୧୫୫ ରନରେ ସୀମିତ ରଖିଥିଲା। ଟାର୍ଗେଟର ପିଛା କରୁଥିବା ସମୟରେ ବିରାଟ କୋହଲି ୭୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ।୧୫୬ … Read more