ଭୁବନେଶ୍ୱରରେ ଖୋଲିବ SEBIର ଅଫିସ୍
ଭୁବନେଶ୍ୱର: SEBI ପକ୍ଷରୁ ଭୁବନେଶ୍ୱରରେ ନୂଆ ବ୍ରାଞ୍ଚ କାର୍ଯ୍ୟାଳୟ ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବ ଭାରତରେ ସେବିର ପ୍ରଥମ କାର୍ଯ୍ୟାଳୟ ହେବ। ଏନେଇ ସୋମବାର ଏକ MoU ସ୍ୱାକ୍ଷର ହୋଇଥିବାବେଳେ, ଆସନ୍ତା କିଛି ମାସ ମଧ୍ୟରେ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହେବ ବୋଲି ସେବି ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୂଚନା ଦେଇଛନ୍ତି । ଭୁବନେଶ୍ୱରରେ ମ୍ୟୁଚୁଆଲ ଫଣ୍ଡ ସଂଘ ପକ୍ଷରୁ ଆୟୋଜିତ ଏକ ଆଲୋଚନା ଚକ୍ର ଓ ସଚେତନା କାର୍ଯ୍ୟକ୍ରମରେ ଯୋଗ ଦେଇ ସେ ଏହି … Read more