ନିର୍ମାଣ ହେବ ‘ମହାଲକ୍ଷ୍ମୀ କରିଡର’:ସରକାର ବାଣ୍ଟିବେ ୧ କୋଟି ଲକ୍ଷ୍ମୀପୁରାଣ ବହି
ଭୁବନେଶ୍ୱର: ମିଶନ ଶକ୍ତି ଭବନସ୍ଥିତ ଅଡିଟୋରିଅମ୍ ହଲ୍ରେ ପର୍ଯ୍ୟଟନ ବିଭାଗ ପକ୍ଷରୁ “ଶକ୍ତି ବନ୍ଦନାର ମହାଗାଥା – ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣ” ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଉଦ୍ଘାଟନ କରିଥିଲେ। ଉଦ୍ବୋଧନରେ ଉପ-ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଲକ୍ଷ୍ମୀ ପୁରାଣର ମୂଳ ସନ୍ଦେଶ କେବଳ ଧାର୍ମିକ ନୁହେଁ, ଏହା ଏକ … Read more