February 26, 2026 9:40 am

ଟି-୨୦ ବିଶ୍ବକପ: ପାକିସ୍ତାନ ବିପକ୍ଷରେ ଭାରତର ବଡ଼ ବିଜୟ

ନୂଆଦିଲ୍ଲୀ: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ଓ ବୋଲିଂରେ ଭଲ ପ୍ରଦର୍ଶନ କରିଛି। ୧୭୬ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ପାକିସ୍ତାନର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ ହୋଇଥିଲା। ପାକିସ୍ତାନ ୧୮ ଓଭରରେ ସମସ୍ତ ୱିକେଟ୍‌ ହରାଇ ୧୧୪ ରନ୍‌ କରିବା ସହିତ ୬୧ ରନ୍‌ରେ ପରାସ୍ତ … Read more

ଦୁଇ ନକଲି ମାଓବାଦୀ ଗିରଫ

ରାୟଗଡା: ମାଓ ପୋଷ୍ଟର ମାରି ଆତଙ୍କ ଖେଳାଇବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ। ପୋଲିସ ଦ୍ୱାରା ଗିରଫ ହୋଇଥିବା ଅଭିଯୁକ୍ତ ହେଲେ ଅନୁବ୍ରତ ବାରା । ସେ ୱେବ୍ ଚ୍ୟାନେଲର ସାମ୍ବାଦିକ ଭାବେ କାର୍ଯ୍ୟ କରନ୍ତି। ଅନ୍ୟଜଣେ ହେଲେ ବଳୀ ମାଝୀ। ସେ ପୂର୍ବରୁ ମଧ୍ୟ ନକ୍ସଲ ମାମଲାରେ ସମ୍ପୃକ୍ତ ରହି ଗିରଫ ହୋଇ ଜେଲ୍ ଯାଇଥିଲେ।ଗତ ଦୁଇ ଦିନ ତଳେ ରାୟଗଡ଼ା ଜିଲ୍ଲାର ତିନୋଟି ଭିନ୍ନ ଭିନ୍ନ ସ୍ଥାନରେ ମାଓବାଦୀଙ୍କ ନାଁରେ ପୋଷ୍ଟର … Read more

୧୭ରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବଡ଼ ବୈଠକ

ଭୁବନେଶ୍ୱର: ନୂଆ ବିଧାୟକ, ନୂଆ କର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ ନେବା ପାଇଁ ଆସନ୍ତା ୧୭ରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ଏହି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ ଆହୁରି କହିଛନ୍ତି ଯେ, ଦଳୀୟ ସଂଗଠନକୁ ସୁଦୃଢ କରିବା ସହ ପଞ୍ଚାୟତ ପୂର୍ବରୁ ସଂଗଠନ ସଜାଡ଼ିବା ପାଇଁ ଏହି ପ୍ରଶିକ୍ଷଣ ଶିବିର। ସବୁ ସ୍ତରରେ ପ୍ରଶିକ୍ଷଣ ଶିବିର ହେବ। ଏଥର ଭିନ୍ନ ଧରଣର ହେବ। ପ୍ରଥମେ ରାଜ୍ୟ ଏବଂ … Read more

‘ହୀରାକୁଦ ହାଫ୍ ମାରାଥନ୍’ର ଶୁଭାରମ୍ଭ କଲେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ଆଜି ସମ୍ବଲପୁରର ଐତିହାସିକ ହୀରାକୁଦ ଠାରେ ‘ଏମସିଏଲ୍ ହୀରାକୁଦ ଇଣ୍ଟରନ୍ୟାସନାଲ ହାଫ୍ ମାରାଥନ୍ – ୨୦୨୬’ର ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି, ଭାରତ ୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ପ୍ରସ୍ତୁତି ଆରମ୍ଭ କରିଥିବା ବେଳେ, ଆମକୁ ୨୦୨୬ରୁ ହିଁ ଏପରି ପ୍ରୟାସ କରିବାକୁ ହେବ ଯେପରି ସମ୍ବଲପୁର ଏବଂ ଓଡ଼ିଶାର ପ୍ରତିଭାବାନ ପିଲାମାନେ ବିଶ୍ୱସ୍ତରରେ ମେଡାଲ ଜିତିବେ । ଏହି ମାରାଥନ … Read more

ଲିଙ୍ଗରାଜ ମନ୍ଦିର ଭିତରେ ୨ ସେବାୟତ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର: ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗି ରହିଥିବା ବେଳେ, ମନ୍ଦିର ଭିତରେ ୨ ସେବାୟତ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଧସ୍ତାଧସ୍ତି ସାଙ୍ଗକୁ ମାର୍‌ପିଟ୍‌ ପରିସ୍ଥିତିରୁ ଉତ୍ତେଜନା ଦେଖା ଦେଇଛି। ନିଜ ଲୋକଙ୍କ ଦର୍ଶନକୁ ନେଇ ବିବାଦ ଓ ଉତ୍ତେଜନା ସୃଷ୍ଟି ହୋଇଥିବା ଜଣାପଡିଛି। ଏହା ପରେ ମହା ଶିବରାତ୍ରି ସୁରକ୍ଷା ବ୍ୟବସ୍ଥା ପାଇଁ ନିୟୋଜିତ ପୋଲିସ କର୍ମଚାରୀମାନେ ତୁରନ୍ତ ହସ୍ତକ୍ଷେପ କରି ଶାନ୍ତି ଫେରାଇ ଆଣନ୍ତି। ସୂତ୍ର ଅନୁଯାୟୀ ହସ୍ତକ୍ଷେପ … Read more

୪ଟି ପ୍ରସ୍ତାବକୁ କ୍ୟାବିନେଟରେ ଅନୁମୋଦନ

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୩୬ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l କ୍ୟାବିନେଟ ବୈଠକରେ ମୋଟ ୫ ଟି ପ୍ରସ୍ତାବ ଆଗତ କରାଯାଇଥିଲା l ତନ୍ମଧ୍ୟରେ ଅର୍ଥ ବିଭାଗ ପକ୍ଷରୁ ୧ଟି ପ୍ରସ୍ତାବ ୨୦୨୬-୨୭ ବଜେଟ ସମ୍ପର୍କିତ ଥିଲା, ଯାହାର ସବିଶେଷ ଆଗାମୀ ବିଧାନ ସଭା ଅଧିବେଶନରେ ଉପସ୍ଥାପିତ ହେବ l ଗୋଟିଏ ପ୍ରସ୍ତାବ ରାଜ୍ୟ ଶ୍ରମ ଓ କର୍ମଚାରୀ … Read more

ଲିଙ୍ଗରାଜ ମନ୍ଦିରରେ ନକଲି ପାସ ଧରା ପଡିଲେ ନିଆଯିବ ଆକ୍ସନ : ପୋଲିସ କମିସନର

ଭୁବନେଶ୍ୱର : ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଆମର କର୍ତ୍ତବ୍ୟ । ଲିଙ୍ଗରାଜ ମନ୍ଦିରରେ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି CP । ପୋଲିସ ଅଧିକାରୀମାନେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ କରେଇବା ସହ ଭଲ ବ୍ୟବହାର କରିବେ ସେଥି ପ୍ରତି ଆମର ନଜର ରଖିବା ପାଇଁ ଅଧିକାରଙ୍କୁ ପରାମର୍ଶ ଦେଇଛନ୍ତି । କେଉଁ ଭଳି ଭାବେ ଭିଡ ନିୟନ୍ତ୍ରଣ କରିବେ ଓ କିଛି ଅଘଟଣାକୁ ଘଟିବା ପୂର୍ବରୁ ନଜର ରଖିବା ପାଇଁ କହିଛନ୍ତି।ସେବାୟତ ମାନଙ୍କ ପରିବାର VIP ଗେଟରେ ପ୍ରବେଶ … Read more

ମୁଖ୍ୟମନ୍ତ୍ରୀ ବଳଭଦ୍ରପୁରରେ ଟେକ୍ସଟାଇଲ୍ ପାର୍କର ଭିତ୍ତିପ୍ରସ୍ତର ସ୍ଥାପନ କଲେ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ କରିଛନ୍ତି।ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କେନ୍ଦୁଝରକୁ ଏକ ବିବିଧ ଶିଳ୍ପ ହବ୍‌ରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଉପସ୍ଥାପନା କରିଛନ୍ତି। କେନ୍ଦୁଝର କେବଳ ଖଣି ଏବଂ ଇସ୍ପାତ ପାଇଁ ଜଣାଯିବ ନାହିଁ। ଆମେ ଏହାକୁ ବହୁବିଧ କ୍ଷେତ୍ର ଶିଳ୍ପ … Read more

କଟକ ଜିଲ୍ଲାପାଳଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ

ଭୁବନେଶ୍ୱର: କଟକ ଜିଲ୍ଲାପାଳଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ । ରାଜ୍ୟସଭାରେ ଅଭିଯୋଗ କରିଥିଲେ ୭ ସାଂସଦ । କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ ଜାରି କରାଯାଇଛି । ସରକାରୀ କାର୍ଯ୍ୟକ୍ରମକୁ ସାଂସଦଙ୍କୁ ଆମନ୍ତ୍ରଣ କରାନଯିବା ଘଟଣାକୁ ନେଇ ରାଜ୍ୟସଭା ସଚିବାଳୟ ପକ୍ଷରୁ ନିର୍ଦ୍ଦେଶକ ସକେତ କୁମାର ଏହି ନୋଟିସ କେନ୍ଦ୍ର ପର୍ସେନେଲ, ପବ୍ଲିକ ଗ୍ରିଭାନସେସ ଓ ପେନସନ ବିଭାଗ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରଣାଳୟ ଜରିଆରେ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଜାନୁଆରୀ … Read more

ଜରପଡା ଛକ ନିକଟରେ ଓଲଟିଲା ଗ୍ୟାସ ଟ୍ୟାଙ୍କର

ଅନୁଗୁଳ: ଛତିଶଗଡରୁ ଅନୁଗୁଳ ଅଭିମୁଖେ ଆସୁଥିବା ଏକ କମ୍ପ୍ରେସଡ୍ ବାୟୋ ଗ୍ୟାସ୍- CBG ଟ୍ୟାଙ୍କର ବିଳମ୍ବିତ ରାତିରେ ଜରପଡ଼ା ଛକ ନିକଟସ୍ଥ ପେଟ୍ରୋଲ ପମ୍ପ ପାଖରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଖବର ପାଇ ଜରପଡା ଥାନା ପୁଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଦୁଇ ପାଖ ରାସ୍ତା ଅବରୋଧ କରିବା ସହ ଦମକଳ ବାହିନୀକୁ ଖବର ଦେଇଥିଲା । ଟ୍ୟାଙ୍କରରେ ବିପଦପୂର୍ଣ୍ଣ ତଥା ଦହନଶୀଳ ଗ୍ୟାସ୍ ଥିବାରୁ ଦୁଇଟି ଦମକଳ ଆସି ଗାଡ଼ିକୁ ଜଗି … Read more