ବ୍ଲୁ ଲେକ୍ରେ ଅଘଟଣ: ୨୪ ଘଣ୍ଟା ପରେ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର
ନୀଳଗିରି: ନୀଳଗିରି ଥାନା ଅନ୍ତର୍ଗତ ମିତ୍ରପୁର ନିକଟସ୍ଥ ବ୍ଲୁ ଲେକ୍ରେ ଘଟିଥିବା ଘଟଣାର ଦୀର୍ଘ ୨୪ ଘଣ୍ଟାର ଉଦ୍ଧାର କାର୍ଯ୍ୟ ପରେ ଗଭୀର ପାଣିରୁ ନିଖୋଜ ଦୁଇ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଗଛ ଉପରୁ ପ୍ରାୟ ୨୦୦ ଫୁଟ ଗଭୀର ପାଣିକୁ ଡେଇଁବା ପରେ ଦୁଇ ଛାତ୍ର ବୁଡ଼ି ପ୍ରାଣ ହରାଇଥିଲେ। ସେମାନଙ୍କ ସହ ଥିବା କେନ୍ଦୁଝର ଅଞ୍ଚଳର ରୋଶନ ନାୟକ ଅଳ୍ପକେ ବର୍ତ୍ତି ଯାଇଥିଲେ। ମୃତକ ଦୁଇ ଛାତ୍ର ହେଲେ ଭଦ୍ରକ ଅଞ୍ଚଳର … Read more