ଅପରାଧିକ ମାମଲାରେ ଅଟକ ଥିବା ନବନିଯୁକ୍ତ OTAS ଅଧିକାରୀ ଭୀମସେନ ଟୁଡୁ ଚାକିରୀରୁ ବହିଷ୍କୃତ
ଭୁବନେଶ୍ୱର: ନୂଆ କରି ନିଯୁକ୍ତି ପାଇଥିବା OT&AS(Odisha Taxation & Accounts Service) ଅଧିକାରୀ ଭୀମସେନ ଟୁଡୁଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସରକାରୀ ସେବାରୁ ବହିଷ୍କାର କରିଛନ୍ତି। ଭବିଷ୍ୟତରେ ମଧ୍ୟ ଶ୍ରୀ ଟୁଡୁ ଆଉ କୌଣସି ସରକାରୀ ଚାକିରି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ। ସୂଚନାଯୋଗ୍ୟ ଯେ, ନୂଆ କରି OTAS ପାଇଥିବା ଶ୍ରୀ ଟୁଡୁ ତାଙ୍କ ଇଣ୍ଡକ୍ସନ୍ ଟ୍ରେନିଙ୍ଗ୍ ସମୟରେ ୨୦୨୬ ଜୁନ୍ … Read more