ଦାବି ପୂରଣ ନହେଲେ ଡାକ୍ତରମାନେ ସାମୂହିକ ଇସ୍ତଫା ଦେବେ:ଓମସା
ଭୁବନେଶ୍ୱର: ଜାନୁଆରି ମାସରେ ଓମସା ଡାକ୍ତରମାନେ ଦୁଇ ଘଣ୍ଟା ଓପିଡି ବନ୍ଦ କରି ଆନ୍ଦୋଳନକୁ ଓହ୍ଲାଇଥିଲେ। ୪ ମାସ ଭିତରେ ଡାକ୍ତରଙ୍କ ଦାବି ପୂରଣ କରିବା ନେଇ ସରକାର ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ସରକାର ଦାବି ପୂରଣ ନେଇ କୌଣସି ଠୋସ କାର୍ଯ୍ୟାନୁଷ୍ଠାନ ନେଇନାହାନ୍ତି । ତେଣୁ ଆସନ୍ତା ଏକ ମାସ ମଧ୍ୟରେ ସରକାର ଡାକ୍ତରମାନଙ୍କ ଦାବି ପୂରଣ ନକଲେ ଡାକ୍ତରମାନେ ସାମୂହିକ ଇସ୍ତଫା ଦେବେ ବୋଲି ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ୍ ପକ୍ଷରୁ କୁହାଯାଇଛି । … Read more