ସମୁଦ୍ର ପଥରେ ଆସିପାରୁନି ତେଲ; ଓଡ଼ିଶାରେ ଲାଗୁ ହେଲା କଟକଣା
ଭୁବନେଶ୍ୱର: ଯୁଦ୍ଧ ଜାରି ରହିଥିବା ସମୟ ଭିତରେ ତୈଳ ସଙ୍କଟ ଦେଖାଦେଇଛି । ହର୍ମୁଜ୍ ପଥ ଦେଇ ତେଲ ଆସି ପାରୁନଥିବାରୁ ଭାରତରେ ଏହାର ପ୍ରଭାବ ପରିଲିକ୍ଷିତ ହେଉଛି । ଯାହାକୁ ନେଇ ଓଡିଶା ସରକାର ଆଜି ନୂଆ ନିୟମ ଆଣିଛନ୍ତି । ଏଣିକି ସରକାରୀ ତୈଳ କମ୍ପାନୀ ଗୁଡ଼ିକ ଥରକେ ୫୦ ଲିଟରରୁ ଅଧିକ ଏବଂ ୫୦୦ ଲିଟରରୁ ଅଧିକ ହାଇସ୍ପିଡ୍ ଡିଜେଲ୍ ବିକ୍ରି କରିପାରିବେ ନାହିଁ । ଏଥିପାଇଁ ପେଟ୍ରୋଲ ପମ୍ପ ଗୁଡ଼ିକୁ ତାଗିଦ୍ … Read more