ପ୍ରକାଶ ପାଇଲା OJEE -୨୦୨୬ ଫଳାଫଳ
ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ । ଚଳିତ ବର୍ଷ ମୋଟ ୧ ଲକ୍ଷ୍ୟ ୦୩ ହଜାର ୪୩୪ ଜଣ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୨ ହଜାର ୬୨୮ ଜଣ ପରୀକ୍ଷା ଦେଇଛନ୍ତି । ମୋଟ ୮୯.୫୫ ପ୍ରତିଶତ ପରୀକ୍ଷାର୍ଥୀ କମ୍ପ୍ୟୁଟର ଭିତ୍ତିକ ପରୀକ୍ଷାରେ ଅଂଶଗ୍ରହଣ କରିଥିଲେ । ୪ ମେ ରୁ ୧୦ ମେ ମାସ ୨୦୨୬ ରେ ହୋଇଥିଲା OJEE ପରୀକ୍ଷା । ସୋମବାର … Read more