ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
ମୁମ୍ବାଇ: ପରଲୋକରେ ବଲିଉଡର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ। ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଆସନ୍ତାକାଲି ଅପରାହ୍ନ ୪ଟାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ବଲିଉଡରେ ଦୀର୍ଘ ବର୍ଷ ଧରି ସକ୍ରିୟ ଥିଲେ ଆଶା। ତାଙ୍କ ମୃତ୍ୟୁ ପରେ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟିଛି। ଗତକାଲି ତାଙ୍କୁ ହୃଦଘାତ ଯୋଗୁଁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି … Read more