ଅନଲାଇନ୍ ଅଟୋ ସଂଘ ଏବଂ ପୋଲିସ ମଧ୍ୟରେ ଖଣ୍ଡ ଯୁଦ୍ଧ ଲାଠି ଚାର୍ଜ କଲା ପୋଲିସ
ଭୁବନେଶ୍ୱର:ଗତ ତିନି ଦିନ ହେଲା ଅନଲାଇନ୍ ଅଟୋ ସଂଘ ଡ୍ରାଇଭରମାନେ ଲୋୟର ପିଏମ୍ ଜିରେ ଆନ୍ଦୋଳନ କରୁଛନ୍ତି। ୩୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଅନଲାଇନ୍ ଅଟୋ ଚାଳକ । ଓଲା, ଉବର ସମେତ ପ୍ରାୟ ୨୦ଟି ଅଟୋ ସଂଗଠନ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ଅଟୋ ଚାଳକଙ୍କ ବିଭିନ୍ନ ସମସ୍ୟାର ସମାଧାନ, ଭଡ଼ା ଓ କମିଶନ୍ ସମ୍ବନ୍ଧୀୟ ଦାବି ସହ ଅନ୍ୟାନ୍ୟ ଦାବି ପୂରଣ ପାଇଁ ସଂଘ ପକ୍ଷରୁ ଦାବି ହେଇଛି । … Read more