ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ମନ୍ତ୍ରୀପରିଷଦର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ମନ୍ତ୍ରୀପରିଷଦର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଓ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଲ୍ଲୀସ୍ଥିତ ‘ସେବା ତୀର୍ଥ’ଠାରେ ଦୀର୍ଘ ୪ରୁ ୫ ଘଣ୍ଟା ଧରି ଚାଲିଥିବା ଏହି ମାରାଥନ ବୈଠକରେ ସରକାରଙ୍କ ବିଭିନ୍ନ ପ୍ରମୁଖ ମନ୍ତ୍ରଣାଳୟର କାର୍ଯ୍ୟଦକ୍ଷତା, ଆଗାମୀ ରଣନୀତି, ବିଶ୍ୱସ୍ତରୀୟ ଶକ୍ତି ସଙ୍କଟ ଏବଂ ‘ବିକଶିତ ଭାରତ ୨୦୪୭’ର ସଂକଳ୍ପ ଉପରେ ବ୍ୟାପକ ସମୀକ୍ଷା କରାଯାଇଛି ।ବୈଠକ ପ୍ରାରମ୍ଭରେ ସରକାରଙ୍କ ୯ଟି ପ୍ରମୁଖ ମନ୍ତ୍ରଣାଳୟ ଏବଂ ପ୍ରାୟ … Read more