ରାଜ୍ୟରେ ଖରିଫ ଋତୁରେ ରେକର୍ଡ ଧାନ ସଂଗ୍ରହ: ସମବାୟ ମନ୍ତ୍ରୀ
ଭୁବନେଶ୍ୱର: ଏଥର ଖରିଫ ଋତୁରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି । ୧୮ ଲକ୍ଷ ୬୪ ହଜାର ଚାଷୀ ଧାନ ବିକ୍ରି କରିଛନ୍ତି । ବର୍ତ୍ତମାନ ସୁଦ୍ଧା ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି । ବାକି ବଳକା ଧାନ କିଣିବାକୁ ୭ ଦିନ ଅବଧି ବୃଦ୍ଧି କରିଛନ୍ତି ସରକାର । ଯେଉଁ ଚାଷୀ ଧାନ ବିକି ପାରିନାହାନ୍ତି ସେମାନେ ଏହି ୭ ଦିନ ଭିତରେ ଧାନ ବିକ୍ରି କରିପାରିବେ । ଏଭଳି … Read more