ଦିନିକିଆ ଟିଏଚ୍ଇ ଓଡ଼ିଶା ରିଜିଓନାଲ୍ କନ୍କ୍ଲେଭ୍ ସୋଆ ପକ୍ଷରୁ ଆୟୋଜିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ (ବିପିୟୁଟି) ପକ୍ଷରୁ ଆୟୋଜିତ ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ଠାରେ ଶୁକ୍ରବାର ଅନୁଷ୍ଠିତ ଏକ ଦିନିକିଆ ସମ୍ମିଳନୀରେ ଓଡ଼ିଶାର ୩୭ଟି ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ଅନୁଷ୍ଠାନର କୁଳପତି, ପ୍ରଶାସକ ଏବଂ ଶିକ୍ଷାବିତ୍ମାନେ ଯୋଗ ଦେଇ ଉଚ୍ଚ ଶିକ୍ଷାର ବିକାଶ ଏବଂ ବିଶ୍ୱ ସ୍ତରରେ ଅନୁଷ୍ଠାନଗୁଡ଼ିକୁ ପ୍ରତିଷ୍ଠିତ କରିବାର ବିଭିନ୍ନ ଦିଗ ନେଇ ଆଲୋଚନା ଓ ବିଚାରବିମର୍ଷ କରିଛନ୍ତି । ଟାଇମ୍ସ ହାୟର ଏଜୁକେସନ୍ … Read more