ଫଲଟା ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ମତଦାନ କେନ୍ଦ୍ରରେ ହେବ ପୁଣିଥରେ ମତଦାନ
ପଶ୍ଚିମବଙ୍ଗ:ନିର୍ବାଚନ କମିଶନ ପଶ୍ଚିମବଙ୍ଗର ଫାଲତା ବିଧାନସଭା ଆସନରେ ହୋଇଥିବା ମତଦାନକୁ ରଦ୍ଦ କରିଦେଇଛନ୍ତି । ଏପ୍ରିଲ ୨୯ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳେ ଏଠାରେ ଇଭିଏମ୍ ହେରଫେର ଓ ବ୍ୟାପକ ହିଂସାକାଣ୍ଡ ଘଟିଥିଲା । ଗୋଟିଏ ବୁଥରେ ଇଭିଏମ୍ରେ ବିଜେପି ବଟନ ଉପରେ ଧଳା ଟେପ୍ ଲଗାଯାଇଥିବାର ଅଭିଯୋଗ ମଧ୍ୟ ହୋଇଥିଲା । ଫଳରେ ନିର୍ବାଚନ କମିଶନ ଏଠାରେ ମତଦାନକୁ ରଦ୍ଦ କରିବା ସହ ସାନି ଭୋଟ ଗ୍ରହଣ କରିବାକୁ ଘୋଷଣା କରିଛନ୍ତି । ଆସନ୍ତା … Read more