ଅଣ ଗେଜେଟେଡ ବନସେବା ସଂଘର ରାଜ୍ୟ ସମ୍ମିଳନୀ ଅନୁଷ୍ଠିତ
ଶାନ୍ତନୁ କୁମାର ରଣା ବ୍ରହ୍ମପୁର: ସ୍ଥାନୀୟ ଡାଇମଣ୍ଡ ଯୁବୁଲୀ ଟାଉନ ହଲ ପରିସରରେ ଓଡ଼ିଶା ଅଣ ଗେଜେଟେଡ ବନସେବା ସଂଘ ର ରାଜ୍ୟ ସମ୍ମିଳନୀ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭାପତି ଜଗବନ୍ଧୁ ପାତ୍ର ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ସେହିପରି ସମ୍ମାନିତ ଅତିଥି ରୂପେ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଡ଼ା … Read more