Shantanu Kumar Rana
୫ଟି ଚେୟାରମାନଙ୍କ ହିଂଜିଳି ଓ ଶେରଗଡ ଗସ୍ତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା
ଶାନ୍ତନୁ କୁମାର ରଣା ଗଞ୍ଜାମ: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଆଜି ହିଞ୍ଜିଳି ଓ ଶେରଗଡ ବ୍ଲକ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହିତ ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିଛନ୍ତି। ଏହି ଅବସରରେ ଅଞ୍ଚଳବବାସୀ ତାଙ୍କୁ ବିଭିନ୍ନ ସ୍ଥାନରେ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି । ଆଜି ଅପରାହ୍ନରେ ଶ୍ରୀ ପାଣ୍ଡିଆନ୍ ସର୍ବ ପ୍ରଥମେ ହିଞ୍ଜିଳିକାଟୁ ଗସ୍ତରେ ଯାଇ … Read more