ବିଜେପି ମଣ୍ଡଳ ସଭାପତିଙ୍କୁ ସଂଘବଦ୍ଧ ମାରଣାନ୍ତକ ଆକ୍ରମଣ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅନ୍ତର୍ଗତ ଘାଷିବିଲି ନିକଟସ୍ଥ ଏକ ନିର୍ଜନ ସ୍ଥାନରେ ବିଜେପି ନେତା କାଳିଆ ନାହାକଙ୍କୁ ସଂଘବଦ୍ଧ ମାରଣାନ୍ତକ ଆକ୍ରମଣ ହୋଇଛି। କାଳିଆ ହରିଡ଼ାପଦର ମଣ୍ଡଳ ବିଜେପି ସଭାପତି ଭାବେ ଦାୟିତ୍ୱ ତୁଲାଉଛନ୍ତି। ଆକ୍ରମଣକାରୀମାନେ ତାଙ୍କୁ ମୃତ ଭାବି ଘଟଣାସ୍ଥଳରୁ ଫରାର୍ ହୋଇଯାଇଛନ୍ତି। ସୂଚନାଯୋଗ୍ୟ ଯେ, କାଳିଆ ଆସିକାରୁ ନିଜ ଗାଁ ଗୌଡ଼ଗୋଠକୁ ମୋଟରସାଇକେଲ୍ରେ ଫେରୁଥିବା ବେଳେ ପୂର୍ବରୁ ଛକି ରହିଥିବା କିଛି ଦୁର୍ବୃତ୍ତ ତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ପକାଇଥିଲେ। ରାସ୍ତା … Read more