ଆଚମ୍ବିତ କଲା ବିହାରର ବାଙ୍କୀପୁର ଉପନିର୍ବାଚନ ଫଳାଫଳ:ଭୁଶୁଡିଗଲା ବିଜେପି ଗଡ଼
ବିହାର: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତନ ଦେଖିବାକୁ ମିଳିଛି। ବହୁଚର୍ଚ୍ଚିତ ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ‘ଜନ ସୁରାଜ ପାର୍ଟି’ ମୁଖ୍ୟ ପ୍ରଶାନ୍ତ କିଶୋର ନିଜର ପ୍ରଥମ ପ୍ରତ୍ୟକ୍ଷ ନିର୍ବାଚନରେ ହିଁ ଐତିହାସିକ ବିଜୟ ହାସଲ କରିଛନ୍ତି।। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କୁ ହରାଇ ଭାଜପାର ୩୫ ବର୍ଷର ଗଡ଼କୁ ଭାଙ୍ଗିଛନ୍ତି। ପୋଷ୍ଟାଲ ବାଲାଟ ଗଣନାରୁ ହିଁ ସେ ଅଗ୍ରଣୀ ରହିଥିଲେ। ଅନ୍ତିମ ଫଳାଫଳ ଅନୁଯାୟୀ, ପ୍ରଶାନ୍ତ କିଶୋର ୬୩,୨୦୩ ଭୋଟ … Read more