ଆତ୍ମସମର୍ପଣ କଲେ ୫୧ ଜଣ ମାଓବାଦୀ
ଛତିଶଗଡ: ବିଜାପୁର ଏବଂ ସୁକୁମା ଜିଲ୍ଲାରେ ଅସ୍ତ୍ରଶସ୍ତ୍ର ସହିତ ପୁଲିସ ଏବଂ ସି.ଆର୍.ପି.ଏଫ୍. ବରିଷ୍ଠ ଅଧିକାରୀଙ୍କ ନିକଟରେ ମୋଟ ୫୧ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ଉପରେ ୧ କୋଟି ୬୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ବିଜାପୁର ଜିଲ୍ଲାରେ ୩୦ ଜଣ ମାଓବାଦୀ ହିଂସାର ପଥ ପରିତ୍ୟାଗ କରି ସମାଜର ମୁଖ୍ୟଧାରାକୁ ଫେରିବାକୁ ନିଷ୍ପତ୍ତି ନେଇଥିଲେ। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨୦ ଜଣ ମହିଳା ମାଓବାଦୀ ଅଛନ୍ତି। ସେମାନଙ୍କ … Read more