ଦିଲ୍ଲୀ ହୋଟେଲ ଅଗ୍ନିକାଣ୍ଡ ଘଟଣାରେ ୨୧ ଜଣଙ୍କ ମୁତ୍ୟୁ : ମାଲିକଙ୍କୁ ଗିରଫ କଲା ପୋଲିସ
ନୂଆଦିଲ୍ଲୀ: ଦିଲ୍ଲୀ ମାଲବ୍ୟ ନଗର ହୋଟେଲରେ ଅଗ୍ନିକାଣ୍ଡରେ ୨୧ ଜଣ ପ୍ରାଣ ହରାଇଥିବା ବେଳେ ଅନେକ ଲୋକେ ଆହତ ହୋଇଛନ୍ତି। ପ୍ରାଣ ହରେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରେ ୧୨ ଜଣ ବିଦେଶୀ ନାଗରିକ ଅଛନ୍ତି l ଘଟଣା ପରେ ପୋଲିସ ଓ ପ୍ରଶାସନ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ହୋଟେଲ ମାଲିକ ଲଭକେସ ବଜାଜଙ୍କୁ ପୋଲିସ ଅଟକ କରିଛି। ଏହା ପୂର୍ବରୁ ପୋଲିସ ବଜାଜ ଓ ତାଙ୍କ ପତ୍ନୀଙ୍କ ଲାଗି ଲୁକଆଉଟ୍ ସର୍କୁଲାର ଜାରି କରିଥିଲା, ଯେପରି ସେମାନେ … Read more