ଦେଶର କିଶୋରୀ ଓ ମହିଳାଙ୍କୁ ମାଗଣାରେ ମିଳିବ HPV ଟୀକା
ଭୁବନେଶ୍ୱର: ସାରା ଭାରତରେ HPV (ହ୍ୟୁମାନ୍ ପାପିଲୋମାଭାଇରସ୍) ଟୀକାକରଣ କାର୍ଯ୍ୟକ୍ରମ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ସରକାର ଦେଶରେ ମହିଳା ସ୍ୱାସ୍ଥ୍ୟକୁ ସୁଦୃଢ଼ ପାଇଁ ଏକ ବଡ଼ ପଦକ୍ଷେପ ନେଉଛନ୍ତି। ଏହାର ଲକ୍ଷ୍ୟ ହେଉଛି ସମୟ ମଧ୍ୟରେ ଝିଅମାନଙ୍କୁ ସର୍ଭାଇକାଲ୍ କର୍କଟରୁ ସୁରକ୍ଷା ଦେବା। ଓଡ଼ିଶାରେ ମଧ୍ୟ କିଶୋରୀ ଓ ମହିଳାଙ୍କ ପାଇଁ ବଡ଼ ଆଶ୍ୱସ୍ତି ମିଳିଛି। ସମସ୍ତଙ୍କୁ ବ୍ୟୟ ବହୁଳ ଟିକା ମାଗଣା ଦିଆଯିବ । ଆସନ୍ତା ୨୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର … Read more