ଟିଏମସି ପାର୍ଟି ଅଫିସରୁ ମିଳିଲା ପୂର୍ବତନ ଉପବାଚସ୍ପତିଙ୍କ ଝୁଲନ୍ତା ମୃତଦେହ
କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ଉପବାଚସ୍ପତି ତଥା ଟିଏମସିର ବରିଷ୍ଠ ନେତା ଆଶିଷ ବାନାର୍ଜୀ ଆତ୍ମହତ୍ୟା କରିଛନ୍ତି lବୀରଭୂମ ଜିଲ୍ଲାର ରାମପୁରହାଟସ୍ଥିତ ତାଙ୍କ ପାର୍ଟି କାର୍ଯ୍ୟାଳୟରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି।ସୂଚନା ଅନୁଯାୟୀ ରାମପୁରହାଟ ପୌରାଞ୍ଚଳର ୱାର୍ଡ ନମ୍ବର ୫ ଅନ୍ତର୍ଗତ ହତାତଲାପଡ଼ାରେ ଥିବା ତାଙ୍କ ଘର ନିକଟ ପାର୍ଟି ଅଫିସରେ ଆଶିଷ ବାନାର୍ଜୀଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।୨୦୦୧ ରୁ ୨୦୨୬ ପର୍ଯ୍ୟନ୍ତ ରାମପୁରହାଟକୁ ପ୍ରତିନିଧିତ୍ୱ … Read more