ଗୁଜରାଟ ମନ୍ତ୍ରିମଣ୍ଡଳ ପୁନର୍ଗଠନ, ହର୍ଷ ସାଙ୍ଘଭୀ ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ
ଗୁଜରାଟ : ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ନେତୃତ୍ୱରେ ନୂଆ କ୍ୟାବିନେଟ ଗଠନ ହୋଇଛି । ନୂଆ କ୍ୟାବିନେଟ ଶପଥ ଗ୍ରହଣ ସମାରୋହ କାର୍ଯ୍ୟକ୍ରମ ଗାନ୍ଧିନଗରର ମହାତ୍ମା ମନ୍ଦିରରେ ହୋଇଛି । ନୂଆ ମନ୍ତ୍ରିମଣ୍ଡଳ ପୁନର୍ଗଠନ ହୋଇଛି । ହର୍ଷ ସାଙ୍ଘଭୀ ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଦେଇଛନ୍ତି । ନୂଆ ମନ୍ତ୍ରୀମଣ୍ଡଳରେ ଜିତେନ୍ଦ୍ର ବାଘାନୀ ଏବଂ ଅର୍ଜୁନ ମୋଢ଼ୱାଡିୟା ଗୁଜରାଟର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଜାମନଗର ଉତ୍ତରରୁ ବିଧାୟିକା ରୀବାବା ଜାଡେଜା ଶପଥ … Read more