ମୋଦିଙ୍କ ଜନ୍ମ ଦିନରେ ଦେଶ ବ୍ୟାପି ଶୁଭେଚ୍ଛା ସହ ନିଲାମ ହେବ ମିଳିଥିବା ଉପହାର
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୫ବର୍ଷ ବୟସରେ ପାଦ ଥାପିଛନ୍ତି। ତାଙ୍କର ଜନ୍ମଦିନରେ ବିଶ୍ୱର କୋଣଅଣୁକୋଣରୁ ଶୁଭେଚ୍ଛାର ବାର୍ତ୍ତା ଆସୁଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟେଲିଫୋନ୍ ଓ ସାମାଜିକ ଗଣମାଧ୍ୟମରେ ବିଶ୍ୱର ବିଶିଷ୍ଟ ଲୋକେ ଶୁଭେଚ୍ଛା ବାର୍ତ୍ତା ଜଣାଉଛନ୍ତି। ଏହି କ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନରେ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାମାଜିକ ଗଣମାଧ୍ୟମରେ ଜନ୍ମଦିନର ହାର୍ଦ୍ଦିକ … Read more