ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ସିପି ରାଧାକ୍ରିଷ୍ଣନ
ନୂଆଦିଲ୍ଲୀ: ଭାରତର ନୂଆ ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ। ରାଧାକ୍ରିଷ୍ଣନ ୪୫୨ ଖଣ୍ଡ ଭୋଟ ସହ ବିଜୟ ହାସଲ କରିଛନ୍ତି।ସେପ୍ଟେମ୍ବର ୯ ତାରିଖରେ ହୋଇଥିଲା ଉପରାଷ୍ଟ୍ରପତି ନିର୍ବାଚନ। ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ଏବଂ ଇଣ୍ଡିଆ ବ୍ଲକ ପ୍ରାର୍ଥୀ ଜଷ୍ଟିସ ବି ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ହୋଇଥିଲା କଡ଼ା ଟକ୍କର।ଉପରାଷ୍ଟ୍ରପତି ନିର୍ବାଚନରେ ମୋଟ ୭୮୮ ଜଣ ସାଂସଦଙ୍କ ମଧ୍ୟରୁ ୭୬୭ ଜଣ ଭୋଟ ଦେଇଥିଲେ। ସେଥିମଧ୍ୟରୁ ୭୫୨ଟି ଭୋଟ ବୈଧ ଥିଲା। … Read more