ସିକିମ୍ ମୁଖ୍ୟମନ୍ତ୍ରୀ ଙ୍କ ଫେସବୁକ୍ ଆକାଉଣ୍ଟରେ ଶ୍ରୀମନ୍ଦିର ଭିତର ବେଢା ଫଟୋ ଅପଲୋଡ
ଭୁବନେଶ୍ୱର: ସିକିମ୍ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଶୁକ୍ରବାର ପୁରୀର ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କ ଆଶିଷ ଲଭିଥିବା ବେଳେ ଶ୍ରୀମନ୍ଦିର ପରିସରରୁ ଉଠାଯାଇଥିବା ତାଙ୍କ ଫଟୋ ତାଙ୍କ ଅଫିସିଆଲ୍ ଫେସବୁକ୍ ପେଜରେ ସେୟାର କରାଯାଇଥିଲା । ଯାହାକୁ ନେଇ ବିବାଦ ସୃଷ୍ଟି ହେବା ପରେ ବର୍ତ୍ତମାନ ସେ ଏହି ପୋଷ୍ଟଟିକୁ ଡିଲିଟ୍ କରିଦେଇଛନ୍ତି । ତଥାପି ଏହି ପ୍ରସଙ୍ଗ ପୁଣି ଥରେ ଶ୍ରୀମନ୍ଦିର ନିୟମ ପାଳନ ନେଇ ପ୍ରଶ୍ନ ସୃଷ୍ଠି କରିଛି । ତେବେ … Read more