ଗୋଆ ସେସନ୍ସ କୋର୍ଟର ରାୟ ରଦ୍ଦ, ତେଜପାଲଙ୍କୁ ଦୋଷୀ କଲେ ବମ୍ବେ ହାଇକୋର୍ଟ

ମ୍ବାଇ: ୨୦୧୩ ଯୌନ ନିର୍ଯାତନା ମାମଲାର ଶୁଣାଣି କରି ବମ୍ବେ ହାଇକୋର୍ଟ ତେହଲକାର ପୂର୍ବତନ ସମ୍ପାଦକ ତରୁଣ ତେଜପାଲଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଗୋଆ ସେସନ୍ସ କୋର୍ଟ ତରୁଣଙ୍କୁ ଦୋଷମୁକ୍ତ କରିଥିବା ବେଳେ କୋର୍ଟଙ୍କ ଆଦେଶକୁ ରଦ୍ଦ କରିଛନ୍ତି ବମ୍ବେ ହାଇକୋର୍ଟ। ଭାରତୀୟ ଦଣ୍ଡବିଧି ସଂହିତା (IPC) ର ଧାରା ୩୭୬ (୨)(ଏଫ୍), ୩୫୪ (ଏ) ଏବଂ ୩୫୪ (ବି) ଅନୁଯାୟୀ ତେଜପାଲଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଧାରା ୩୭୬ ଅନୁଯାୟୀ ତେଜପାଲଙ୍କୁ ସର୍ବନିମ୍ନ ଦଶ … Read more

ବରିଷ୍ଠ ଅଭିନେତା ପ୍ରଦୀପ ରାୱତଙ୍କ ପରଲୋକ

ମୁମ୍ବାଇ: ବରିଷ୍ଠ ଅଭିନେତା ପ୍ରଦୀପ ରାୱତଙ୍କ ୭୪ ବର୍ଷ ବୟସରେ ପରଲୋକ ଘଟିଛି । ପ୍ରଦୀପଙ୍କ ମୃତ୍ୟୁ ନେଇ ତାଙ୍କ ମ୍ୟାନେଜର ସୂଚନା ଦେଇଛନ୍ତି । ତାଙ୍କ ମ୍ୟାନେଜର କହିଛନ୍ତି ପ୍ରଦୀପ ପାଞ୍ଚ ବର୍ଷ ହେବ ରକ୍ତ କର୍କଟ ରୋଗରେ ପୀଡିତ ଥିଲେ । ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହୋଇଥିଲା । କିନ୍ତୁ କିଛି ମାସ ପୂର୍ବେ ପୁଣି ଥରେ କର୍କଟ ରୋଗରେ ପୀଡ଼ିତ ହୋଇଥିଲେ । ସେ ଗତ ଦୁଇ ମାସ ଧରି … Read more

ବିବାଦୀୟ ବୟାନ ଦେଇଥିବାରୁ ଷ୍ଟାଲିନଙ୍କୁ ଉଠାଇ ନେଲା ତାମିଲନାଡୁ ପୋଲିସ

ଚେନ୍ନାଇ: ଫିଲ୍ମ ଅଭିନେତ୍ରୀ ତ୍ରିଶାଙ୍କୁ ନେଇ ବିବାଦୀୟ ବୟାନ ଦେଇଥିବାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ପୁଅଙ୍କୁ ବାସଭବନରୁ ଉଠାଇ ନେଇ ଅଟକ ରଖିଛି ତାମିଲନାଡୁ ପୋଲିସ । ସୂଚନା ଅନୁସାରେ, କାବେରୀ ଜଳ ବିବାଦକୁ ନେଇ ତାଞ୍ଜାଭୁରରେ ଆୟୋଜିତ ଏକ ପ୍ରତିବାଦ ସଭାରେ ଉଦୟନିଧି ଷ୍ଟାଲିନ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ। ସେ ଅଭିଯୋଗ କରିଥିଲେ ଯେ ତାମିଲନାଡୁ କାବେରୀ ନଦୀର ଯଥାର୍ଥ ଜଳ ପାଉନାହିଁ ଏବଂ ସରକାର ଏହି ପ୍ରସଙ୍ଗରେ ଚୁପ ରହିଛନ୍ତି। ଭାଷଣ ସମୟରେ … Read more

ଆଚମ୍ବିତ କଲା ବିହାରର ବାଙ୍କୀପୁର ଉପନିର୍ବାଚନ ଫଳାଫଳ:ଭୁଶୁଡିଗଲା ବିଜେପି ଗଡ଼

ବିହାର: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତନ ଦେଖିବାକୁ ମିଳିଛି। ବହୁଚର୍ଚ୍ଚିତ ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ‘ଜନ ସୁରାଜ ପାର୍ଟି’ ମୁଖ୍ୟ ପ୍ରଶାନ୍ତ କିଶୋର ନିଜର ପ୍ରଥମ ପ୍ରତ୍ୟକ୍ଷ ନିର୍ବାଚନରେ ହିଁ ଐତିହାସିକ ବିଜୟ ହାସଲ କରିଛନ୍ତି।। ବଡ଼ ବ୍ୟବଧାନରେ ସେ ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କୁ ହରାଇ ଭାଜପାର ୩୫ ବର୍ଷର ଗଡ଼କୁ ଭାଙ୍ଗିଛନ୍ତି। ପୋଷ୍ଟାଲ ବାଲାଟ ଗଣନାରୁ ହିଁ ସେ ଅଗ୍ରଣୀ ରହିଥିଲେ। ଅନ୍ତିମ ଫଳାଫଳ ଅନୁଯାୟୀ, ପ୍ରଶାନ୍ତ କିଶୋର ୬୩,୨୦୩ ଭୋଟ … Read more

ଗିରଫ ଆତଙ୍କବାଦୀଙ୍କ ବୟାନ ଟାର୍ଗେଟ୍‌ରେ ଥିଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

ପଶ୍ଚିମବଙ୍ଗ: ଗିରଫ ହୋଇଥିବା ସନ୍ଦିଗ୍ଧ ଆତଙ୍କବାଦୀ ହାମିମ ମଣ୍ଡଳ ପାଖରୁ ଚାଞ୍ଚଲ୍ୟ କର ସୂଚନା ମିଳିଛି l ଏସଟିଏଫ୍ ର ଇନ୍ସପେକ୍ଟର ଆଇଜି ଗୌରବ ଶର୍ମାକହିଛନ୍ତି ଯେ, ହାମିମ ମଣ୍ଡଳକୁ ପାକିସ୍ତାନୀ ହ୍ୟାଣ୍ଡଲରମାନେ ପୁଲିସ ପୋଷାକ ପିନ୍ଧି ଜନ୍ତର ମନ୍ତର ଆନ୍ଦୋଳନ ସ୍ଥଳରେ ପଶି ଗଣ୍ଡଗୋଳ କରିବାକୁ କହିଥିଲେ। ମୁଖ୍ୟମନ୍ତ୍ରୀ ଥିଲେ ହାମିମର ଅନ୍ୟତମ ଟାର୍ଗେଟ୍। ମୁଖ୍ୟମନ୍ତ୍ରୀ ଯେଉଁ ସ୍ଥାନଗୁଡ଼ିକରେ ବିନା ସୁରକ୍ଷାରେ ରୁହନ୍ତି , ସେହି ସ୍ଥାନଗୁଡ଼ିକ ବିଷୟରେ ତଥ୍ୟ ସଂଗ୍ରହ କରିବାକୁ ହାମିମକୁ କୁହାଯାଇଥିଲା। … Read more

ଭୟଙ୍କର ବିମାନ ଦୁର୍ଘଟଣା: ୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ବିଶ୍ୱପ୍ରସିଦ୍ଧ ‘ନାଜକା ଲାଇନ୍ସ’ ଦେଖିବାକୁ ପର୍ଯ୍ୟଟକମାନଙ୍କୁ ନେଇ ଯାଉଥିବା ଏକ ଛୋଟ ପର୍ଯ୍ୟଟନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ନିକଟସ୍ଥ ଏକ ବିଲରେ ଖସିପଡ଼ିଛି। ଭୂମିରେ ପଡ଼ିବା ମାତ୍ରେ ବିମାନଟି ଖଣ୍ଡଖଣ୍ଡ ହୋଇ ଯିବା ସହ ସେଥିରେ ନିଆଁ ଲାଗିଯାଇଥିଲା। ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ ହେଁ କାହାକୁ ଜୀବନ୍ତ ଉଦ୍ଧାର କରାଯାଇପାରି ନଥିଲା। ଫଳରେ ବିମାନରେ ଥିବା ସମସ୍ତ ୧୩ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟ କର୍ତ୍ତୃପକ୍ଷ ଏହି ଦୁର୍ଘଟଣା ଓ ମୃତ୍ୟୁ … Read more

ପ୍ରଧାନମନ୍ତ୍ରୀଙ୍କୁ ହାତ ଯୋଡ଼ି କ୍ଷମା ମାଗିଲେ ରୁଚିକା

ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀ ରୁଚିକା ସିଂହ ସୋସିଆଲ ମିଡିଆରେ ଭିଡିଓ ଜାରି କରି ସମଗ୍ର ଦେଶବାସୀଙ୍କଠାରୁ କ୍ଷମା ମାଗିଛନ୍ତି। ଭାଇରାଲ ହେଉଥିବା ଏହି ଭିଡିଓରେ ରୁଚିକା କହିଛନ୍ତି ଯେ, ମୋର ବୟସ ମାତ୍ର ୧୫ ବର୍ଷ ଅଟେ | ‘ପ୍ରଦର୍ଶନ ସମୟରେ ମୁଁ କିଛି ଲୋକଙ୍କ ପ୍ରରୋଚନାରେ ପଡ଼ିଯାଇଥିଲି ଏବଂ ପ୍ରଧାନମନ୍ତ୍ରୀଜୀଙ୍କ ବିରୋଧରେ ବହୁତ ଭୁଲ କଥା କହିଦେଲି। ମୁଁ … Read more

ଆତଙ୍କୀ ହମ୍‌ଲାରେ ଦୁଇ ହିନ୍ଦୁମୃତ; ଅଶାନ୍ତ କୁଲଗାମ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଏକ ଇଟା ଭାଟିରେ କାମ କରୁଥିବା ଛତିଶଗଡ଼ର ଦୁଇଜଣ ଶ୍ରମିକଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଏହି ଆକ୍ରମଣରେ ଉଭୟ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଆକ୍ରମଣ ପରେ ସମଗ୍ର ଅଞ୍ଚଳରେ ହାଇ ଆଲର୍ଟ ଘୋଷଣା କରାଯାଇଛି। ଆତଙ୍କବାଦୀମାନଙ୍କୁ ଖୋଜିବା ପାଇଁ ସୁରକ୍ଷା ବାହିନୀ ଏକ ବଡ଼ ଘେରାବନ୍ଦୀ ଏବଂ ସନ୍ଧାନ ଅଭିଯାନ ଆରମ୍ଭ କରିଛନ୍ତି। ଏହା ଗତ ଦଶ ଦିନ ମଧ୍ୟରେ ଦକ୍ଷିଣ କଶ୍ମୀରରେ ଦ୍ୱିତୀୟ ବଡ଼ … Read more

ରାଜ୍ୟଗୋଷ୍ଠୀ କ୍ରୀଡାରେ ଜୁଡୋରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଲେ ଅସ୍ମିତା ଦେ

ନୂଆଦିଲ୍ଲୀ: ଗ୍ଲାସଗୋ ଠାରେ ଚାଲିଥିବା ରାଜ୍ୟଗୋଷ୍ଠୀ କ୍ରୀଡା ରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ଭାରତ ପାଇଁ ଏହି ସଫଳତା ଆଣିଛନ୍ତି lମହିଳା ୪୮ କିଲୋଗ୍ରାମ ବର୍ଗର ଫାଇନାଲ୍ ମ୍ୟାଚ୍‌ରେ କାନାଡାର ହେଇଡି କ୍ୱାଚଙ୍କୁ ୨-୧ ସେଟ୍‌ରେ ପରାସ୍ତ କରି ସେ ଏହି ଗୌରବ ହାସଲ କରିପାରିଛନ୍ତି l ଏହି ରୋମାଞ୍ଚକର ମ୍ୟାଚ୍‌ରେ ସେ ‘ସଡ଼ନ୍ ଡେଥ୍’ ବା ଗୋଲ୍ଡନ ସ୍କୋର ଜରିଆରେ ବିଜୟ ଲାଭ କରିଥିଲେ … Read more

ଦୁଗ୍ଧ ସଂଗ୍ରହ ଓ ଗୁଣବତ୍ତାରେ ଦେଶର ନମ୍ବର–୧ OMFED

ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଅନୁଷ୍ଠିତ ‘Indian Dairy Expo 2026’ ରେ ‘Excellence in Milk Procurement & Dairy Development’ ପାଇଁ OMFED କୁ ମିଳିଲା ସର୍ବୋଚ୍ଚ ପ୍ରଥମ ପୁରସ୍କାର। ଖାଣ୍ଟି ଶୁଦ୍ଧତା, ସ୍ୱାଦ ଓ ଗୁଣବତ୍ତା ଯୋଗୁଁ ଆଜି ସାରା ଦେଶରେ Omfed ର ପ୍ରଶଂସା। ଏନ୍ଏନ୍ଏସ୍ ମିଡିଆ ଗ୍ରୁପ୍ ପକ୍ଷରୁ ଗତ ଜୁଲାଇ ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ଏହି ବିଶାଳ ପ୍ରଦର୍ଶନୀର ଆୟୋଜନରେ ‘ଇଣ୍ଡିଆନ୍ ଡେରୀ ଇଣ୍ଡଷ୍ଟ୍ରି ଆଣ୍ଡ୍ … Read more