ଲଞ୍ଚ୍ ହେଲା Axiom-4 ମିଶନ
ନୂଆଦିଲ୍ଲୀ: ସବୁ ଅପେକ୍ଷାର ଅନ୍ତ ଘଟିଛି । ଭାରତୀୟ ସମୟ ଦିନ ୧୨ଟା ୧ରେ ନାସାର କେନେଡି ସ୍ପେସ୍ ସେଣ୍ଟରରୁ ଆକ୍ସିଅମ୍ ମିସନ-୪ ଆରମ୍ଭ ହୋଇଛି । ସ୍ପେସ୍ ଏକ୍ସର ଆକ୍ସିଅମ ମିସନ-୪ର ଉତ୍କ୍ଷେପଣ ହୋଇଛି । ମହାକାଶ ଅଭିମୁଖେ ଉଡ଼ାଣ ଭରିଛି ସ୍ପେସ୍ ଏକ୍ସ ମିସନ୍-ଆକ୍ସିଅମ-୪ । ୩ ମହାକାଶଚାରୀଙ୍କ ସହ ଅନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନ୍ ଯାଇଛନ୍ତି ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା । ଭାରତୀୟ ସମୟ ଅନୁସାରେ ବୁଧବାର ମଧ୍ୟାହ୍ନ ୧୨ଟା ୦୧ରେ ମହାକାଶକୁ … Read more