କ୍ୟାଟ୍ରିନା କୈଫ୍ ହେଲେ ମାଳଦ୍ୱୀପର ଗ୍ଲୋବାଲ ଆମ୍ବାସଡର

ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍ ହେଲେ ମାଳଦ୍ୱୀପର ନୂଆ ଗ୍ଲୋବାଲ ବ୍ରାଣ୍ଡ ଆମ୍ବାସଡର। ପର୍ଯ୍ୟଟନର ବିକାଶ ପାଇଁ କ୍ୟାଟ୍ରିନାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ମଙ୍ଗଳବାର ସୋସିଆଲ ମିଡିଆ ପୋଷ୍ଟ ଜରିଆରେ ଏହି ସୂଚନା ମିଳିଛି। ସବୁଠାରୁ ବଡ଼ କଥା ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ଏଭଳି ଏକ ଘୋଷଣା କରାଯାଇଛି।ମାଳଦ୍ୱୀପରେ ‘ସନି ସାଇଡ୍ ଅଫ୍ ଲାଇଫ୍‌’ର ଗ୍ଲୋବାଲ ବ୍ରାଣ୍ଡ ଆମ୍ବାସଡର ହେବା ନେଇ କ୍ୟାଟ୍ରିନା କହିଛନ୍ତି, ମାଳଦ୍ୱୀପ ପ୍ରାକୃତିକ ସୁନ୍ଦରତାର ପ୍ରତୀକ। ସେଠାରେ ଖୁବ୍ … Read more

ଶକ୍ତିଶାଳୀ ହେବ ଭାରତୀୟ ସେନା;ମିଳିବ ନୂଆ ଏୟାର ଡିଫେନ୍ସ ସିଷ୍ଟମ

ନୂଆଦିଲ୍ଳୀ: ଆହୁରି ଶକ୍ତିଶାଳୀ ହେବ ଭାରତୀୟ ସେନା । ସେନାକୁ ଖୁବଶୀଘ୍ର ମିଳିବାକୁ ଯାଉଛି ନୂଆ ଏୟାର ଡିଫେନ୍ସ ସିଷ୍ଟମ । ଚୀନ ଓ ପାକିସ୍ତାନ ସୀମାରେ ମୁତୟନ ହେବ ଏହି ନୂତନ ବାୟୁ ରକ୍ଷା କବଚ । ଏହି ନୂଆ ରକ୍ଷା କବଚ ହେଉଛି – କ୍ୱିକ୍ ରିଆକ୍ସନ ସରଫେସ୍‌ ଟୁ ଏୟାର ମିସାଇଲ ସିଷ୍ଟମ ବା QRSAM । ସମ୍ପୂର୍ଣ୍ଣ ସ୍ଵଦେଶୀ ଜ୍ଞାନ କୌଶଳରେ ପ୍ରସ୍ତୁତ ହୋଇଛି ଏହି ନୂତନ ବାୟୁ ରକ୍ଷା କବଚ … Read more

ମୁମ୍ବାଇ ଥାନେ ରେଲୱେ ଷ୍ଟେସନରେ ଅଘଟଣ;୫ ମୃତ

ମୁମ୍ବାଇ: ମହାରାଷ୍ଟ୍ରର ଥାନେରେ ବଡ଼ ରେଳ ଦୁର୍ଘଟଣା । ଥାନେର ମୁମ୍ବାଇ ରେଲୱେ ଷ୍ଟେସନରୁ ସିଏସଏମଟି ଅଭିମୁଖେ ଯାଉଥିବା ଲୋକାଲ୍ ଟ୍ରେନରୁ ଅନେକ ଯାତ୍ରୀ ଧାରଣାକୁ ଖସି ପଡିଥବା ବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ପରେ ରେଲୱେ ଓ ଜିଆରପିର ଅଧିକାରୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।ମିଳିଥିବା ସୂଚନାନୁସାରେ, ୧୦ ରୁ ୧୨ ଯାତ୍ରୀ ଟ୍ରେନରୁ ଖସି ପଡିଛନ୍ତି । ଟ୍ରେନରେ ଅତ୍ୟଧିକ ଭିଡ଼ କାରଣରୁ ଏଭଳି ଅଘଟଣ ଘଟିଛି ବୋଲି … Read more

ଜେଲରୁ ମୁକୁଳିବେ ଇମ୍ରାନ

ନୂଆଦିଲ୍ଲୀ: ଜେଲରୁ ମୁକୁଳିବେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ । ବୁଧବାର ଜେଲରୁ ବାହାରିବା ନେଇ ଇମ୍ରାନଙ୍କ ଦଳ PTIର ବରିଷ୍ଠ ନେତା ସୂଚନା ଦେଇଛନ୍ତି । ଅଗଷ୍ଟ ୨୦୨୩ ମସିହାରୁ ପାକିସ୍ତାନର ଆଦିଆଲା ଜେଲରେ ଅଛନ୍ତି ଇମ୍ରାନ। ଆସନ୍ତା ୧୧ ତାରିଖରେ ଇସଲାମାବାଦ ହାଇକୋର୍ଟ ଇମ୍ରାନଙ୍କ ଅଲ-କାଦିର-ଟ୍ରଷ୍ଟ ଦୁର୍ନୀତି ମାମଲାର ଶୁଣାଣି କରିବେ । ଏହି ମାମଲାରେ ଇମ୍ରାନଙ୍କୁ ଜାମିନ ମିଳିବାର ସମ୍ଭାବନା ଥିବା PTI ପକ୍ଷରୁ କୁହାଯାଇଛି । ୧୯୦ ମିଲିୟନ ପାଉଣ୍ଡ … Read more

୨୦୨୬ରେ ପଶ୍ଚିମବଙ୍ଗ-ତାମିଲନାଡୁରେ ସରକାର ଗଢିବୁ: ଅମିତ ଶାହ

ଚେନ୍ନାଇ: ମଦୁରାଇରେ ଏକ ଜନସଭାରେ ଖୋଲା ଘୋଷଣା କରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି- ଆମେ ୨୦୨୫ରେ ଦିଲ୍ଲୀରେ ସରକାର ଗଢିଲୁ । ୨୦୨୬ରେ ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ବିଜେପି ସରକାର ଗଢିବାକୁ ଯାଉଛି । କିଛିଦିନ ତଳେ କୋଲକାତା ଗସ୍ତରେ ଥିବା ଶାହ ପଶ୍ଚିମବଙ୍ଗରେ ଏଥର ପଦ୍ମ ଫୁଟୁଥିବା କହିଥିବା ବେଳେ ପୁଣି ସେହି କଥାକୁ ତାମିଲନାଡୁରେ ଦୋହରାଇ ପଶ୍ଚିମବଙ୍ଗ ସହ ତାମିଲନାଡୁରେ ବି ବିଜେପି ସରକାର ଗଢୁଥିବା ସେ ଦମ୍ଭ ଦେଖାଇଛନ୍ତି ।ମଦୁରାଇରେ … Read more

ମହଙ୍ଗା ହେବାକୁ ଯାଉଛି ଗାଡ଼ିର ତୃତୀୟ ପକ୍ଷ ବୀମା ପ୍ରିମିୟମ୍‌

ନୂଆଦିଲ୍ଲୀ: ଆଗକୁ ଗାଡ଼ିର ଥାର୍ଡ ପାର୍ଟି ଇନ୍‌ସ୍ୟୁରାନ୍ସ ବା ତୃତୀୟ ପକ୍ଷ ବୀମା କରିବା ମହଙ୍ଗା ହୋଇପାରେ। ଏଥିରେ ବୀମା ପ୍ରିମିୟମ୍‌ ପାଖାପାଖୀ ୨୫ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏକ ରିପୋର୍ଟ ଅନୁଯାୟୀ, ଭାରତୀୟ ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ (ଆଇଆର୍‌ଡିଏଆଇ) ସରକାରଙ୍କୁ ତୃତୀୟ ପକ୍ଷ ବୀମା ପ୍ରିମିୟମ ବୃଦ୍ଧି କରିବାକୁ ପରାମର୍ଶ ଦେଇଛି। ଆଇଆର୍‌ଡିଏଆଇ ପକ୍ଷରୁ ପ୍ରିମିୟମରେ ହାରାହାରି ୧୮%ବୃଦ୍ଧି କରିବାକୁ ପରାମର୍ଶ ଦିଆଯାଇଛି, ଯେତେବେଳେ କି କିଛି ବର୍ଗର … Read more

ମଣିପୁରର ୫ ଜିଲ୍ଲାରେ ୫ ଦିନ ଇଣ୍ଟରନେଟ୍ ସେବା ବନ୍ଦ

ନୂଆଦିଲ୍ଲୀ:- ମୈତେଇ ନେତାଙ୍କ ଗିରଫଦାରୀ ପରେ ମଣିପୁରରେ ପରିସ୍ଥିତି ପୁଣି ଥରେ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି, ମଣିପୁର ସରକାର ରାଜ୍ୟର ପାଞ୍ଚଟି ଜିଲ୍ଲାରେ ପାଞ୍ଚ ଦିନ ପାଇଁ ଇଣ୍ଟରନେଟ୍ ସେବା ବନ୍ଦ କରିଦେଇଛନ୍ତି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ଇମ୍ଫାଲ ପଶ୍ଚିମ, ଇମ୍ଫାଲ ପୂର୍ବ, ଥୌବାଲ, କାକଚିଙ୍ଗ୍ ଏବଂ ବିଷ୍ଣୁପୁର ଅନ୍ତର୍ଭୁକ୍ତ। ଜିଲ୍ଲା ଗୁଡ଼ିକରେ ବହୁ ସଂଖ୍ୟକ ଲୋକଙ୍କ ଏକତ୍ରିତ ହେବା ନେଇ ମଧ୍ୟ ନିଷେଧ କରାଯାଇଛି। ରାଜ୍ୟରେ ଉତ୍ତେଜନା ଏବଂ ଗୁଜବ … Read more

କଲମ୍ବିଆର ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ୍ ଉରିବେ ଙ୍କୁ ଗୁଳିମାଡ଼

କଲମ୍ବିଆ:- ଆସନ୍ତା ବର୍ଷ କଲମ୍ବିଆରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବା ବେଳେ ଜୋରଦାର କ୍ୟାମ୍ପେନିଂ ଚଳାଇଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ । ଏହି କ୍ୟାମ୍ପେନିଂ ବେଳେ ଘଟିଛି ବଡ ଅଘଟଣ । କଲମ୍ବିଆର ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ ହୋଇଛି। ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ୍ ଉରିବେ ଗୁଳିମାଡର ଶିକାର ହୋଇଛନ୍ତି। ସଙ୍କଟାପନ୍ନ ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ମିଗୁଏଲ୍। ଗୋଗୋଟାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ତାଙ୍କ ଉପରକୁ ଫାୟାରିଂ ହୋଇଥିଲା। ଗୁଳିମାଡ଼ କରିଥିବା ଦୁର୍ବୃତ୍ତକୁ ଗିରଫ … Read more

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଗିରଫ

ଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କୁ ଦିଲ୍ଲୀ ପୋଲିସ ଉତ୍ତର ପଶ୍ଚିମ ଜିଲ୍ଲାର ସ୍ୱତନ୍ତ୍ର କର୍ମଚାରୀ ଦଳ ଗାଜିଆବାଦରୁ ଗିରଫ କରିଛି । ଅଭିଯୁକ୍ତ ଜଣକ କହିଛି ଯେ ସେ ମଦ୍ୟପାନ କରି ଏହି କଲ୍ କରିଥିଲା । ପୋଲିସ ସନ୍ଦେହ କରୁଛି ଯେ ଅଭିଯୁକ୍ତ ପୋଲିସକୁ ଭ୍ରମିତ କରିବାକୁ ଚେଷ୍ଟା କରୁଛି । ପୋଲିସ ଏହି ମାମଲାକୁ ବହୁତ ଗମ୍ଭୀରତାର ସହ ତଦନ୍ତ କରୁଛି । ଗୁରୁବାର ଦିନ … Read more

ମହାରାଷ୍ଟ୍ର ନିର୍ବାଚନରେ ଫିକ୍ସିଂ ଅଭିଯୋଗ ଆଣିଲେ ରାହୁଲ ଗାନ୍ଧୀ

ମହାରାଷ୍ଟ୍ର :- ୨୦୨୪ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଜାଲିଆତି ନେଇ ବିଜେପିକୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ରାହୁଲ କହିଛନ୍ତି, ୨୦୨୪ର ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଆଶ୍ଚର୍ଯ୍ୟଜନକ ଥିଲା । ଏଥିପାଇଁ ପାଞ୍ଚଟି କୌଶଳ ଆପଣାଯାଇଥିବା ଅଭିଯୋଗ କରିଛନ୍ତି । ପ୍ରଥମ କୌଶଳ ହେଲା- ନିର୍ବାଚନ କମିଶନ ନିଯୁକ୍ତି ପାଇଁ ପାନେଲକୁ ରିଗିଂ କରାଯାଇଛି । ଅମ୍ପାୟରଙ୍କ ନିଯୁକ୍ତି ପାଇଁ ପ୍ୟାନେଲକୁ ରିଗିଂ କରାଯାଇଛି । ନିର୍ବାଚନ କମିଶନର ନିଯୁକ୍ତି … Read more