‘ଏକ ରାଷ୍ଟ୍ର, ଏକ ନିର୍ବାଚନ’: ତ୍ରୁଟି ଦର୍ଶାଇଲେ ପୂର୍ବତନ ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ: କେନ୍ଦ୍ର ସରକାର ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ ସ୍ୱପ୍ନ ପାଇଁ ପ୍ରସ୍ତୁତ ହୋଉଥିବା ବେଳେ ଏହାକୁ ଦେଶର ଅନେକ ପୂର୍ବତନ ମୁଖ୍ୟ ବିଚାରପତି ଏହି ବ୍ୟବସ୍ଥାକୁ ସାମ୍ବିଧାନିକ ଭାବେ ବୈଧ ବୋଲି ବିବେଚନା କରିଛନ୍ତି । କିନ୍ତୁ ପୂର୍ବତନ ମୁଖ୍ୟ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ ଏବଂ ଜେ.ଏସ୍. ଖେହର ଏଥିରେ ଏକ ବଡ଼ ତ୍ରୁଟି ଧରିଛନ୍ତି। ଉଭୟେ ମିଳିତ ସଂସଦୀୟ କମିଟିକୁ ବିଲ୍ରେ ଏକ ଗ୍ରେ ଏରିଆ ନେଇ ଚିନ୍ତର ପ୍ରକଟ କରିଛନ୍ତି । ଉଭୟ … Read more