ଆଗାମୀ ଏପ୍ରିଲରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ
ନୂଆଦିଲ୍ଲୀ: ଆଗାମୀ ୨୦୨୪ ଏପ୍ରିଲ ପହିଲାରୁ ନୂଆ ଆର୍ଥିକ ବର୍ଷ ଆରମ୍ଭ ହେବାକୁ ଯାଉଥିବା ବେଳେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏପ୍ରିଲ ମାସ ପାଇଁ ବ୍ୟାଙ୍କଗୁଡ଼ିକ ପାଇଁ ଛୁଟି ତାଲିକା ଜାରି କରିଛି। ପ୍ରତି ମାସ ଭଳି ଚଳିତ ମାସରେ ମଧ୍ୟ ବ୍ୟାଙ୍କଗୁଡ଼ିକରେ ଅନେକ ଦିନ ଛୁଟି ରହିବ। ଆରବିଆଇର ଅଫିସିଆଲ ୱେବସାଇଟରେ ଦିଆଯାଇଥିବା ସୂଚନା ଅନୁଯାୟୀ, ଏପ୍ରିଲରେ ୧୪ ଦିନ ବ୍ୟାଙ୍କ ବନ୍ଦ ରହିବ । ଏଥିରେ ବିଭିନ୍ନ ରାଜ୍ୟରେ ଅନେକ ପର୍ବ ଛୁଟି … Read more