ଦେଶରେ ୩ଟିସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ପ୍ରକଳ୍ପ କୁ କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ: ଭାରତରେ ଖୁବଶୀଘ୍ର ୩ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ପ୍ରକଳ୍ପ ପ୍ରତିଷ୍ଠା ହେବ। ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ସମ୍ପର୍କିତ ୩ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହା ଦ୍ବାରା ଭାରତରେ ୧.୨୬ ଲକ୍ଷ କୋଟି ନିବେଶ ସୁଯୋଗ ସହିତ ସେମିକଣ୍ଡକ୍ଟର ଭାଲ୍ୟୁ ଚେନ ସ୍ଥାପିତ ହୋଇପାରିବ। ଇଲୋକ୍ଟ୍ରନିକ୍ସ ଏବଂ ସୂଚନା ପ୍ରାଦ୍ୟୋଗିକ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସାମ୍ବାଦିକଙ୍କୁ କହିଛନ୍ତି କ୍ୟାବିନେଟରେ ଗୁରୁବାର ୩ ସେମିକଣ୍ଡକ୍ଟର ପ୍ଲାଣ୍ଟ ସ୍ଥାପନ କରିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏସବୁ ପ୍ଲାଣ୍ଟର ଭୂମି … Read more