ଆଜିଠୁ ଭାରତ ବନାମ ଇଂଲଣ୍ଡ ଲଢ଼େଇ
ଭାରତୀୟ କ୍ରିକେଟ୍ରେ ଆନୁଷ୍ଠାନିକ ଭାବେ ଗିଲ୍ ଯୁଗର ଶୁଭାରମ୍ଭ ହେବ । ୨୫ ବର୍ଷୀୟ ଶୁବମନ ଗିଲ୍ଙ୍କ ନେତୃତ୍ବରେ ପ୍ରଥମ ଥର ଭାରତୀୟ କ୍ରିକେଟ୍ ଦଳ ଏକ ପୂର୍ଣ୍ଣକାଳୀନ ଶୃଙ୍ଖଳା ଖେଳି ନୂଆ ଅଭିଯାନ ଆରମ୍ଭ କରିବ। ଦୁଇ ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ୍ର ଦୁଇ ମହାନ ତାରକା ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଅବସର ପରେ ଗିଲ୍ ଆନୁଷ୍ଠାନିକ ଭାବେ ଏହି ଟେଷ୍ଟ୍ରୁ ଭାରତୀୟ କ୍ରିକେଟ୍ର ମଙ୍ଗ ଧରିବେ। ମୁଖ୍ୟ ପ୍ରଶିକ୍ଷକ ତଥା … Read more