ଭୁବନେଶ୍ଵର ୧ନଂ ହାଟରେ ଭୟାବହ ଅଗ୍ନିକାଣ୍ଡ
ଭୁବନେଶ୍ଵର: ଜଳିପୋଡ଼ି ଛାରଖାର ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ଭୁବନେଶ୍ଵର ୧ନଂ ହାଟରେ ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। । ବିଏମସି ମେୟର ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଛନ୍ତି। ଖବର ଅନୁଯାୟୀ, ରାତି ପ୍ରାୟ ୨ଟା ବେଳେ ଭୁବନେଶ୍ଵର ୧ନଂ ହାଟରେ ନିଆଁ ଲାଗିଯାଇଥିଲା। ଖବର ପାଇ ଅଗ୍ନିଶମ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରବାକୁ ଚେଷ୍ଟା କରିଥିଲା । ନିଆଁ ଏତେ ଭୟଙ୍କର ଥିଲା ଯେ, ଆଖି ପିଛୁଳାକେ ଚାରିଆଡ଼େ … Read more