ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପାଇଁ ନୂଆ ଗାଇଡ଼ ଲାଇନ ଜାରି
ଭୁବନେଶ୍ୱର: ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ । ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ । ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍ ଲାଇନ୍ ଜାରି ସହ ୩ ସ୍ତରୀୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି । ଗଣଶିକ୍ଷା ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟ ସ୍ତରୀୟ … Read more