ଧାନସଂଗ୍ରହରେ ସ୍ୱଚ୍ଛତା ପାଇଁ ପଞ୍ଜିକୃତ ଜମିର ଉପଗ୍ରହ ମାଧ୍ୟମରେ ସର୍ବେକ୍ଷଣ
ଭୁବନେଶ୍ୱର:ରାଜ୍ୟରେ ବର୍ତ୍ତମାନ ଖରିଫ୍ ଧାନସଂଗ୍ରହ ଜାରି ରହିଛି । ଧାନ ବିକ୍ରୟ ପାଇଁ ପଞ୍ଜିକୃତ ଚାଷୀ ପ୍ରଦାନ କରିଥିବା ସେମାନଙ୍କ ଚାଷଜମିର ବିବରଣୀକୁ ଆଧାର କରି ଉପଗ୍ରହ ମାଧ୍ୟମରେ ଫଟୋ ଉତ୍ତୋଳିତ କରାଯାଇ ସେହି ପ୍ଲଟଗୁଡ଼ିକର ସବିଶେଷ ତଥ୍ୟ ଗ୍ରହଣ କରାଯାଉଛି । ଏହି ପ୍ରକ୍ରିୟାରେ ଅଣଧାନ, ଅଣକୃଷି ଏବଂ ଅନ୍ୟାନ୍ୟ ଅଞ୍ଚଳକୁ ମଧ୍ୟ ଚିହ୍ନଟ କରାଯାଉଛି । ଯାହା ଦ୍ୱାରା ଧାନସଂଗ୍ରହରେ ସ୍ୱଚ୍ଛତା ବଜାୟ ରଖିବା ସହ ପ୍ରକୃତ ଚାଷୀ ଲାଭାନ୍ୱିତ ହୋଇପାରିବେ । ଏଥି … Read more