୨୧ ନୁହେଁ ୨୦ରେ ପାଳନ ହେବ ଦୀପାବଳି, ସ୍ପଷ୍ଟ କଲେ ମୁକ୍ତିମଣ୍ଡପ ପଣ୍ଡିତ

ପୁରୀ: ଆସନ୍ତା ୨୧ ମଙ୍ଗଳବାର ପରିବର୍ତ୍ତେ ୨୦ ତାରିଖ ସୋମବାର ଦିନ ଦୀପାବଳି ପାଳନ ହେବ । ଆଜି ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ପଣ୍ଡିତ ମହାସଭା ସ୍ପଷ୍ଟ କରିଛି । ପୂର୍ବରୁ ଦୀପାବଳି ପାଳନ ତାରିଖକୁ ନେଇ ଦ୍ୱନ୍ଦ୍ୱକୁ ଦୂର କରିଛି ମୁକ୍ତିମଣ୍ଡପ ପଣ୍ଡିତ ମହାସଭା । ଭିନ୍ନ ଭିନ୍ନ ପଞ୍ଜିକାରେ ଭିନ୍ନ ଭିନ୍ନ ତାରିଖ ରହିଥିଲା । ଏ ନେଇ ଆଜି ଶ୍ରୀମନ୍ଦିର ମୁକ୍ତିମଣ୍ଡପ ମହାସଭାର ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଏଥିରେ … Read more

ଷ୍ଟେସନାରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା କୋଟି କୋଟି ଟଙ୍କା ସାମଗ୍ରୀ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଟାଉନ ଥାନା ସିନେମା ଛକରେ ୪ମହଲା ଷ୍ଟେସନାରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବାରୁ କୋଟି କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଛି । ଆଜି ଭୋର ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ସର୍ଟି ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଅଗ୍ନିକାଣ୍ଡ ଘଟିବା ପରେ ଉପର ମହଲାରେ ବାଣ ଗଚ୍ଛିତ ଥିବାରୁ ନିଆଁ ଅଧିକ ବ୍ୟାପିଥିଲା । ନିଆଁ … Read more

ଆର୍ଥିକ ଶୃଙ୍ଖଳାକୁ ସୁଦୃଢ଼ ​​କରିବା ପାଇଁ ଓଡ଼ିଶାର ପଦକ୍ଷେପ: ଆଉ ୧୦ଟି ବିଭାଗରେ ଆଭ୍ୟନ୍ତରୀଣ ଅଡିଟ୍ ୱିଙ୍ଗ ସୃଷ୍ଟି

ଭୁବନେଶ୍ୱର: ଓଡିଶା ସରକାରଙ୍କ ଏକ ଅବିଚ୍ଛେଦ୍ୟ ଅଙ୍ଗ, ଆଭ୍ୟନ୍ତରୀଣ ଅଡିଟ୍, ଓଡ଼ିଶା ସଚିବାଳୟର ୨୮ଟି ପ୍ରଶାସନିକ ବିଭାଗରେ କାର୍ଯ୍ୟ କରୁଛି । ଏହା ପବ୍ଲିକ ମନିର ପ୍ରହରୀ ଭାବରେ କାର୍ଯ୍ୟ କରେ ଏବଂ ରାଜ୍ୟ ମଧ୍ୟରେ ଟଙ୍କାର ଅପବ୍ୟବହାର ଓ ଆତ୍ମସାତ ସମେତ ଆର୍ଥିକ ଅନିୟମିତତା ରିପୋର୍ଟ ପ୍ରଦାନ କରେ। ସମାନତା, ବୃତ୍ତିଗତ ତଦାରଖ ଏବଂ ସାଧାରଣ ଖର୍ଚ୍ଚର ତଦାରଖ ସୁନିଶ୍ଚିତ କରିବା ପାଇଁ ସମସ୍ତ ଆଭ୍ୟନ୍ତରୀଣ ଅଡିଟ୍ କର୍ମଚାରୀଙ୍କୁ ଅର୍ଥ ବିଭାଗ ଅଧୀନରେ କେନ୍ଦ୍ରୀଭୂତ କରାଯାଇଛି।ବର୍ତ୍ତମାନର … Read more

ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

ଭୁବନେଶ୍ୱର: ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ବିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର । ଏଥିପାଇଁ ପ୍ରକ୍ରିୟା ଜାରି ରହିଥିବାବେଳେ ମଙ୍ଗଳବାର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଏପ୍ରସଙ୍ଗରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ କେନ୍ଦୁଝର ପ୍ରଶାସନ ସହ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କର ମାନସ ପ୍ରକଳ୍ପ ଭାବେ ବିକଶିତ ହେବାକୁ ଥିବା ଏହି କେନ୍ଦ୍ର ଓଡ଼ିଶାର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର ଭାବେ ସାନଘାଗରା ଠାରେ … Read more

ବ୍ରହ୍ମପୁର କଲେଜରେ ଏସସିବି ମେଡିକାଲର ଛାତ୍ରଛାତ୍ରୀଙ୍କୁ ମାଡ଼ମାରିବା ଅଭିଯୋଗ

କଟକ: ବ୍ରହ୍ମପୁର ମେଡିକାଲ କଲେଜରେ କଟକ ବଡ଼ ମେଡିକାଲର ଡାକ୍ତର ଛାତ୍ରଛାତ୍ରୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି । ଗତକାଲି ବ୍ରହ୍ମପୁର ମେଡିକାଲ କଲେଜରେ ଆୟୋଜିତ ଡ୍ୟୁଟି ମିଟ୍ କାର୍ଯ୍ୟକ୍ରମରେ ଯୋଗଦେବାକୁ କଟକ ବଡ଼ ମେଡିକାଲ ୧୧୦ ଡାକ୍ତରୀ ଛାତ୍ରଛାତ୍ରୀ ଯାଇଥିଲେ । ହେଲେ ସେଠାରେ ସ୍ବାଗତ ନାଁରେ ସେମାନଙ୍କୁ ମାଡ଼ ମାରି ଲହୁ ଲୁହାଣ କରାଯାଇଥିବା ଅଭିଯୋଗ ହୋଇଛି । ଯେଉଁ ବସ୍‌ରେ ପିଲାମାନେ ଯାଇଥିଲେ ସେ ବସ୍ ଭାଙ୍ଗି ଦେଇଛନ୍ତି ଏମ୍‌କେସିଜି ଛାତ୍ରଛାତ୍ରୀ । … Read more

ଚନ୍ଦକା ଥାନାରୁ ଫେରାର ହେଇଗଲା ଚୋର

ଭୁବନେଶ୍ୱର: ଚନ୍ଦକା ଥାନାରୁ ଫେରାର ହେଇଗଲା ଚୋର। କନେଷ୍ଟବଳଙ୍କୁ ଧକ୍କା ଦେଇ କାଲି ଚନ୍ଦକା ଥାନାରୁ ଚମ୍ପଟ ମାରିଛି ଚୋର। ଅଭିଯୁକ୍ତ ଜଣକ ହେଉଛି ପଶ୍ଚିମବଙ୍ଗର ରାଜା । ଫୋନ ଚୋରି ଅଭିଯୋଗରେ ତାକୁ ଗିରଫ କରାଯାଇଥିଲା । କଟକ ଚୌଦ୍ବାର ପରେ ଏବେ ଚନ୍ଦକା ଥାନାରେ ଘଟିଛି ଘଟଣା । ଖବର ଅନୁସାରେ ଗତମାସ ୨୮ ତାରିଖ ରାତିରେ ଏକ ଆଇଫୋନ ଚୋରି ହୋଇଥିଲା । ସେହି ଅଭିଯୋଗ ତଦନ୍ତ କରି ୨ ଦିନ ପୂର୍ବେ … Read more

ମୋବାଇଲ ଟାୱାର ଉଡ଼ାଇଲେ ମାଓବାଦୀ

ରାଉରକେଲା: ଗତ କଲି ମଧ୍ୟ ରାତିରେ ସିପିଆଇ ମାଓବାଦୀମାନେ ସରଣ୍ଡା ଜଙ୍ଗଲ ଅଧୀନସ୍ଥ ଛୋଟାନାଗରା ଠାରେ ପୁଣି ଥରେ ଗୋଟିଏ ଏୟାରଟେଲ ମୋବାଇଲ ଟାୱାରକୁ ସମ୍ପୂର୍ଣ୍ଣ ଭାବରେ ପୋଡ଼ି ନଷ୍ଟ କରିଦେଇଛନ୍ତି ମାଓବାଦୀ । ଛୋଟାନାଗରାର ବାହାଡ଼ା ଗାଁରେ ବହୁ ସଂଖ୍ୟକ ସଶସ୍ତ୍ର ମାଓବାଦୀ ପହଞ୍ଚି ଏହି ମୋବାଇଲ ଟାୱାର ଉପକରଣକୁ ନିଆଁ ଲଗାଇ ନଷ୍ଟ କରିଦେଇଛନ୍ତି। ଏହି ଘଟଣା ପରେ ଅଞ୍ଚଳରେ ମୋବାଇଲ ନେଟୱାର୍କ ବିଚ୍ଛିନ୍ନ ହୋଇଯାଇଛି। ଏହାଛଡ଼ା ମାଓବାଦୀମାନେ ମୋବାଇଲ ଟାୱାର ଚାରିପାଖରେ ମାଓ … Read more

ବିଜେଡି ର ଅଭିଯୋଗ,ରତ୍ନଭଣ୍ଡାରରୁ ମୂଲ୍ୟବାନ ସାମଗ୍ରୀ ‘ଲୁଟ୍’ କରିଛି ଭାଜପା

ଭୁବନେଶ୍ୱର: ଭାଜପା ସରକାରଙ୍କୁ ପୁରୀ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଓ ମୂଲ୍ୟବାନ ଜିନିଷର ତାଲିକା ତିଆରିରେ ବିଳମ୍ବ ପାଇଁ ଟାର୍ଗେଟ କରିଛି ବିଜେଡି। ବିଜେଡି ଭାଜପା ସରକାର ଉପରେ ରତ୍ନଭଣ୍ଡାରରୁ ମୂଲ୍ୟବାନ ଜିନିଷ ଲୁଟ୍ କରିଥିବା ନେଇ ଅଭିଯୋଗ କରିଛି। ବିଜେଡି ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଆ କହିଛନ୍ତି, “ଭାଜପା ୨୦୨୪ ବିଧାନସଭା ନିର୍ବାଚନ ପାଇଁ ନିଜ ଇସ୍ତାହାରରେ ରତ୍ନଭଣ୍ଡାରର ମୂଲ୍ୟବାନ ଜିନିଷର ତାଲିକା କରିବାକୁ ପ୍ରତିଶୃତି ଦେଇଥିଲା। ସରକାର ମନ୍ଦିର ଭଣ୍ଡାର ଖୋଲି … Read more

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍‌ ବିଜ୍ଞପ୍ତି

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ (ସୋମବାର) ତାରିଖ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ (ବୁଧବାର) ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ (ଶୁକ୍ରବାର) ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୧ … Read more

ନିଜ ଜନ୍ମଦିନରେ ପଦଯାତ୍ରା କରିବେ ନବୀନ

ଭୁବନେଶ୍ୱର: ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ନିଜ ଦଳର ପଦଯାତ୍ରା ଆରମ୍ଭ ହୋଇଥିବାବେଳେ ଯୋଗ ଦେଇ ନ ଥିଲେ । ଏଥି ପାଇଁ ବିରୋଧୀ ଦଳ ପ୍ରଶ୍ନ ଉଠାଇଥିବା ବେଳେ ଏବେ ଏହି ପଦଯାତ୍ରାରେ ସାମିଲ ହେବେ ନବୀନ । ଅକ୍ଟୋବର ୧୬ ନିଜ ଜନ୍ମଦିନରେ ହିଁ ପଦଯାତ୍ରା କରିବେ ନବୀନ। ବିଜେଡ଼ି ଭୁବନେଶ୍ୱର ଜିଲ୍ଲା ସଭାପତିଙ୍କ କହିବା ମୁତାବକ, ନବୀନ ପଟ୍ଟନାୟକ ଗଙ୍ଗନଗର ୱାର୍ଡ ନଂ ୫୨ରେ ଜନସଂପର୍କ ପଦଯାତ୍ରା କରିବେ । … Read more