ପୋଲିସ SI ନିଯୁକ୍ତି ଦୁର୍ନୀତି,’ବଣିକ’ର ୩ ଅଧିକାରୀଙ୍କୁ ନୋଟିସ୍
ଭୁବନେଶ୍ୱର: ପୋଲିସ ଏସ ଆଇ ଚାକିରି ଦୁର୍ନିତି କେଳେଙ୍କାରୀ । ବଣିକ କୋଚିଂ ସେଣ୍ଟର ସହ ଲିଙ୍କ୍ ଥିହା ସନ୍ଦେହରେ ଉକ୍ତ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚ ରେଡ କରିଥିଲା। ରେଡ ପରେ ‘ବଣିକ’ର ୩ ଅଧିକାରୀଙ୍କୁ ନୋଟିସ୍ ଜାରି ହୋଇଛି। HR ମ୍ୟାନେଜର୍, ଆଡମିନ୍ ମ୍ୟାନେଜର ଓ ଆକାଉଣ୍ଟ ହେଡ୍ଙ୍କୁ ନୋଟିସ୍ ହୋଇଛି। ସେମାନଙ୍କୁ ତଦନ୍ତକାରୀ ଅଧିକାରୀଙ୍କ ପାଖରେ ହାଜର ହେବାକୁ ନିର୍ଦ୍ଦେଶ ହୋଇଛି। ସୂଚନା ଅନୁଯାୟୀ, ପୋଲିସ ଏସଆଇ ଚାକିରି ପଛରେ ସିଣ୍ଡିକେଟ୍ ଥିବା ଜଣାପଡିଛି … Read more