ଜେ. ପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ:ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଛନ୍ତି । ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ଏହାସହିତ ରାଜନୈତିକ ସ୍ଥିତି ଓ ଭବିଷ୍ୟତରେ କାର୍ଯ୍ୟପନ୍ଥା ଉପରେ ବିସ୍ତୁତ ଆଲୋଚନା ହୋଇଛି । ଦଶହରା ଶେଷ ହେବା ପରେ ଏବେ ରାଜ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବା ଚର୍ଚ୍ଚା ଜୋର ଧରିଛି ।ତେବେ … Read more