ଗୋଟିଏ ସ୍ଥାନରେ ୩ ବର୍ଷରୁ ଅଧିକ ଦିନ ରହିପାରିବେ ନାହିଁ ଶିକ୍ଷା ବିଭାଗରେ ଥିବା ଅଧିକାରୀ
ଭୁବନେଶ୍ୱର:ଆଗକୁ ଆଉ ଗୋଟିଏ ସ୍ଥାନରେ ୩ ବର୍ଷରୁ ଅଧିକ ଦିନ ରହିପାରିବେ ନାହିଁ ଶିକ୍ଷା ବିଭାଗରେ ଥିବା ଅଧିକାରୀମାନେ । ୩ ବର୍ଷରୁ ଅଧିକ ଦିନ ଧରି ଗାଦି ମାଡ଼ି ବସିଥିବା ସମସ୍ତ ଅଧିକାରୀଙ୍କୁ ଅନ୍ୟ ସ୍ଥାନକୁ ବଦଳି କରାଯିବ । ଏନେଇ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ।ଚଳିତ ବର୍ଷ ୫୦ ପ୍ରତିଶତ ଅଧିକାରୀ, କର୍ମଚାରୀ ବଦଳି ହେବେ । ଆସନ୍ତାବର୍ଷକୁ ବାକି ରହିଯାଇଥିବା ଅଣଶିକ୍ଷକଙ୍କୁ ବଦଳି କରାଯିବ । ସେହିପରି ନିଜ … Read more