କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା ଆରମ୍ଭ
କୋଣାର୍କ: ବିଶ୍ବପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଜଗମୋହନରୁ ବାଲି କାଢ଼ିବା ଲାଗି ପ୍ରକିୟା ଆରମ୍ଭ ହୋଇଛି । ଏଏସ୍ଆଇର ଆଞ୍ଚଳିକ ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଖମାରୀ ଓ ଏଏସ୍ଆଇର ପୂର୍ବତନ ଡିଜି ଏକେ ବାସାଙ୍କ ସମେତ ୧୦ ଜଣିଆ ବୈଷୟିକ କୋର୍ କମିଟି କୋଣାର୍କ ଗସ୍ତରେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଟ୍ରେସ୍ ମ୍ୟାପ୍ କୁ ତଦାରଖ କରିବା ପରେ ସମସ୍ତ ଅଧିକାରୀ ସୂର୍ଯ୍ୟମନ୍ଦିର ଉପରକୁ ଚଢ଼ି ମନ୍ଦିର ଶୀର୍ଷରେ ଥିବା ଗର୍ଭଗୃହର … Read more