ଗଣଶିକ୍ଷା ବିଭାଗର ନୀତି ପ୍ରସ୍ତୁତ,ନିଜ ଜିଲ୍ଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି
ଭୁବନେଶ୍ୱର: ଓଡ଼ିଶା ସରକାର ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି ପ୍ରସ୍ତୁତ କରିଛନ୍ତି। ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ ୧୫ ମଧ୍ୟରେ ହେବ। ଶିକ୍ଷକମାନେ ନିଜ ଜିଲ୍ଲାରେ ନିଯୁକ୍ତି ପାଇବେ ନାହିଁ, ଏବଂ ଯଦି ପାଆନ୍ତି ତେବେ ନିଜ ବ୍ଲକରେ ରହିବାକୁ ଅନୁମତି ମିଳିବ ନାହିଁ। ଗୋଟିଏ ସ୍ଥାନରେ ଅତିକମରେ ୩ ବର୍ଷ କାମ କରିବା ପରେ ବଦଳି ପାଇଁ ଯୋଗ୍ୟ ହେବେ, କିନ୍ତୁ ୬ ବର୍ଷରୁ ଅଧିକ ରହିପାରିବେ … Read more